ଖେଳଣା ଗିଳି ଶିଶୁପୁତ୍ର ମୃତ

କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍‌ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର…

ନବୀନ ପୁଣି ନମ୍ବର ଓ୍ବାନ୍‌

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ଓ୍ବାନ୍‌ ହୋଇଛନ୍ତି । ଦେଶର ସବୁଠୁ ଭଲ ଓ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି।…

ପିକ୍‌ନିକ୍‌ ସ୍ପଟ୍‌: ଦୁର୍ଗାପାଡ଼ୁ ଜଳପ୍ରପାତ

ପ୍ରକୃତିର କୋଳରେ ରହିଛି ରାୟଗଡ଼ା ଜିଲା। ନିଆରା କଳା, ସଂସ୍କୃତି, ଆଦିବାସୀ ପରମ୍ପରା ସହ ଏଠାରେ ରହିଛି ଅନେକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ୍‌ ସ୍ପଟ୍‌। ଏହା…

ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ…

ପାଣ୍ଡ୍ୟା ଭାଇଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼: ହୃଦ୍‌ଘାତରେ ପିତାଙ୍କ ନିଧନ

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁଣାଳ ପାଣ୍ଡ୍ୟାଙ୍କ ବାପା ହିମାଂଶୁ ପାଣ୍ଡ୍ୟାଙ୍କ ଶନିବାର ନିଧନ ହୋଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିବା ପରେ…

ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧା ନେଲେ ପ୍ରଥମ ଟିକା

ନୂଆଦିଲ୍ଲୀ,୧୬।୧: ଦେଶରେ ଶନିବାରଠାରୁ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଟିକା ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧାଙ୍କୁ ଦିଆଯାଇଛି। ହସ୍ପିଟାଲର ସଫେଇ କର୍ମଚାରୀ ମନିଶ…

ଦଦରା ଗାଡ଼ିରେ କାମ ଚଳୁଛି

ଖଇରା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ଏକ ସମ୍ବେଦଦନଶୀଳ ଥାନା ହୋଇଥିବା ବେଳେ ବହୁବିଧ ସମସ୍ୟା ସାଧାରଣ ଲେକଙ୍କୁ ନ୍ୟାୟ ପ୍ରଦାନରେ ବାଧକ ସାଜିଛି। କର୍ମଚାରୀ…

ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି

ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର…

ବାବୁ ମହଲ: ସିନେମା ହଲ୍‌ରେ ମାଝୀବାବୁ

ସିନେମା ହଲ୍‌ରେ ବସି ଫିଲ୍ମ୍ ଦେଖିବାକୁ କାହାକୁ ବା ଭଲ ନ ଲାଗେ, ହେଲେ କିଛି ଖଳ ପକୃତିର ଲୋକ ସିନେମା ହଲ୍‌ ଭିତରେ ବିଭିନ୍ନ ଅସାମାଜିକ…

‘ସ୍ପୁଟ୍‌ନିକ୍‌-ଭି’ର ତୃତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧: ଭାରତ କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ପୃଥିବୀର ଅନ୍ୟ ଦେଶ ତୁଳନାରେ ବେଶ୍‌ ଆଗୁଆ ରହିଛି। ଦେଶରେ ସାର୍ବଜନୀକ ଭାବେ କୋଭିଶିଲ୍ଡ୍‌ ଏବଂ କୋଭ୍ୟାକ୍ସିନ୍‌ର ଟିକାକରଣ…