ବର୍ଣ୍ଣବୈଷମ୍ୟ ଆକ୍ଷେପ: ସିରାଜ ଉଦାହରଣ ସୃଷ୍ଟି କରିଛନ୍ତି

ବ୍ରିସ୍‌ବେନ,୧୪।୧(ପି.ଟି.): ବର୍ଣ୍ଣବୈଷମ୍ୟ ଆକ୍ଷେପ ନେଇ ଭାରତୀୟ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଭୂମିକାକୁ ଅଷ୍ଟ୍ରେଲିଆ ଅଭିଜ୍ଞ ସ୍ପିନର ନାଥନ ଲିୟନ ପ୍ରଶଂସା କରିଛନ୍ତି। ସିଡ୍‌ନୀରେ ଅନୁଷ୍ଠିତ…

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ ମହିଳାଙ୍କୁ…

ଅନ୍‌ଲାଇନ ନେଣଦେଣ ୮୦% ବଢ଼ିଛି

ନୂଆଦିଲ୍ଲୀ,୧୪।୧: ବର୍ଷ ୨୦୨୦ରେ ଦେଶ ମଧ୍ୟରେ ଅନ୍‌ଲାଇନ ନେଣଦେଣ ପ୍ରାୟ ୮୦% ବୃଦ୍ଧି ପାଇଛି। ଛୋଟ ଏବଂ ମଧ୍ୟମ ବର୍ଗ ସହରଗୁଡିକରେ ଅନ୍‌ଲାଇନ ପ୍ଲାଟ୍‌ଫର୍ମ ଗ୍ରହଣ ହାର ଏବେ…

ଟ୍ରମ୍ପ୍‌ଙ୍କ ବିରୋଧରେ ନିମ୍ନ ସଦନ

ଓ୍ବାଶିଂଟନ୍‌, ୧୪ା୧: ପରାଜୟ ପରେ ବି କ୍ଷମତାମୋହ ଯୋଗୁ ଦଙ୍ଗା ଉସୁକାଇବା ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ମହାଭିଯୋଗ ପ୍ରସ୍ତାବକୁ…

ଭାରତୀୟମାନେ ଗିନି ପିଗ୍‌ ନୁହନ୍ତି

ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍‌କୁ ନେଇ ବିବାଦ ଆରମ୍ଭ ହୋଇଛି। ଇଣ୍ଡିଆନ୍‌…

ସାବାଲେଙ୍କାଙ୍କୁ କ୍ରମାଗତ ୩ ଟାଇଟଲ

ଆବୁଧାବି, ୧୪।୧(ଏପି)- ଆବୁଧାବି ଓପନ ଫାଇନାଲରେ ଭେରୋନିକା କୁଦର୍ମେଟୋଭାଙ୍କୁ ୬-୨, ୬-୨ ସେଟ୍‌ରେ ହରାଇ ଆର୍ୟନା ସାବାଲେଙ୍କା ଟାଇଟଲ ହାସଲ କରିଛନ୍ତି। ଆବୁଧାବି ଟୁର୍‌ରେ କ୍ରମାଗତ ୩…

୭ ମାସ ପରେ ଘରକୁ ଫେରିଲେ ୟୁନୁସ

ଇସଲାମାବାଦ, ୧୪।୧(ଏପି)- ଦୀର୍ଘ ୭ ମାସ ବିଶ୍ୱର ବିଭିନ୍ନ ସ୍ଥାନରେ ଜୈବ ସୁରକ୍ଷିତ ପରିବେଶରେ କଟାଇବାପରେ ପାକିସ୍ତାନ ବୋଲିଂ କୋଚ୍‌ ଓ୍ବାକର ୟୁନୁସ ଘରକୁ ଫେରିଛନ୍ତି। ୪୮…

ଘରୋଇ ପୁଞ୍ଜିବଜାର ସବୁଠୁ ମହଙ୍ଗା

ମୁମ୍ବାଇ,୧୪।୧: ବିକଶିତ ବଜାର ମଧ୍ୟରେ ଆମେରିକା ଶେୟାର ବଜାର ବର୍ତ୍ତମାନ ସବୁଠାରୁ ଭଲ କାରବାର କରୁଛି। ସେହିଭଳି ଅଭିବୃଦ୍ଧିଶୀଳ ବଜାରଗୁଡିକର କଥା ବିଚାରକୁ ନେଲେ ଭାରତ ସବୁଠାରୁ ଆଗରେ…

ଶୁଭ୍ରାଂଶୁଙ୍କ ସ୍ଥାନରେ ବିପ୍ଳବ ଅଧିନାୟକ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଚଳିତ ସୟଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ଦଳର ଅତ୍ଧନାୟକ ପରିବର୍ତ୍ତନ କରାଯାଇଛି। ଶୁଭ୍ରାଂଶୁ ସେନାପତିଙ୍କ ନେତୃତ୍ୱରେ ଓଡ଼ିଶା ୨ଟି…

ଇନ୍‌ଫୋସିସ ନେଟ୍‌ ଲାଭ ୧୭% ବଢ଼ିଲା

ନୂଆଦିଲ୍ଲୀ,୧୪।୧:ଦେଶର ଦ୍ୱିତୀୟ ବୃହତ୍‌ ଆଇଟି ସେବା ଯୋଗାଣକାରୀ କମ୍ପାନୀ ଇନ୍‌ଫୋସିସର ନେଟ୍‌ ଲାଭ ୧୭% ବଢିଛି। ଡିସେମ୍ବର ୩୧ ସୁଦ୍ଧା ଏହି କମ୍ପାନୀର ନେଟ୍‌ ଲାଭ ୫,୧୯୭…