ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ମୁମ୍ବାଇ,୧୩ ।୧: ମହାରାଷ୍ଟ୍ର ସରକାରରେ କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଉପରେ ଜଣେ ଗାୟିକା ବଳାତ୍କାର ଅଭିଯୋଗ ଆଣିଛନ୍ତି । ଯୁବତୀ ଜଣକ ମୁମ୍ବାଇର ଓଶିବରା ପୋଲିସ…

ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ ରୂପ…

ଖୁବ୍‌ଶୀଘ୍ର ବିବାହ କରିବେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନ୍‌ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥଈ କରିବେ ବୋଲି…

ଟ୍ରମ୍ପ୍‌ ଦେଲେ ଇସ୍ତଫା !

ଓ୍ବାଶିଂଟନ,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଗୁଜବ ଉଠିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ଏଭଳି ମିଥ୍ୟା ତଥ୍ୟ ପ୍ରଦାନ କରାଯାଇଛି।…

ପିତାଙ୍କୁ ହରାଇବା ପରେ ୫ ଦିନ ପର୍ଯ୍ୟନ୍ତ ନିଖୋଜ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ବ୍ରିସବେନ୍‌,୧୩।୧: ଅଷ୍ଟ୍ରେଲିଆ ଗସ୍ତରେ ହନୁମା ବିହାରୀ ଅନେକ ସମାଲୋଚନାର ସମ୍ମୁଖୀନ ହୋଇଥିଲେ। ପ୍ରଥମେ ଖରାପ ବ୍ୟାଟିଂ ପାଇଁ ଏବଂ ପରେ ଖରାପ ଫିଲ୍ଡିଂ ପାଇଁ । ପ୍ରଶଂସକମାନେ…

ପୋଲିସ-ଗ୍ରାମବାସୀ ଗଣ୍ଡଗୋଳ: ଫାଙ୍କା ଗୁଳିଚାଳନା

କାଲିମେଳା,୧୩ା୧(ଡି.ଏନ.ଏ.): ଜୁଆ ଆଡ୍ଡା ଓ କୁକୁଡ଼ାଗାଲି ଉପରେ ଚଢ଼ାଉ କରିବାରୁ ପୋଲିସକୁ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେବାକୁ ପଡିଛି। ଦୀର୍ଘ ସମୟ ଧରି ପୋଲିସ- ଗ୍ରାମବାସୀ ମୁହାଁମୁହିଁ…

ପ୍ରଧାନମନ୍ତ୍ରୀଙ୍କୁ ନିରଞ୍ଜନଙ୍କ ଚିଠି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ…

୬ ଅଲିଭ୍‌ ରିଡ୍‌ଲେଙ୍କୁ ଟ୍ୟାଗିଂ

ବ୍ରହ୍ମପୁର ଅଫିସ/ଗଞ୍ଜାମ(ଡି.ଏନ୍‌.ଏ.),୧୩ା୧: ଜୁଲୋଜୀକାଲ ସର୍ଭେ ଅଫ୍‌ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ଓ ବ୍ରହ୍ମପୁର ବନଖଣ୍ଡ ମିଳିତ ଆନୁକୂଲ୍ୟରେ ଅଲିଭ୍‌ରିଡ୍‌ଲେଙ୍କୁ ମଙ୍ଗଳବାର ଟ୍ୟାଗିଂ କରିଛି। ଟ୍ୟାଗ୍‌ଗୁଡିକ ସ୍ବତନ୍ତ୍ର ଭାବରେ ସଂଖ୍ୟାଭୁକ୍ତ ହୋଇଛି ଏବଂ…

ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ

ଲକ୍ଷ୍ନୌ,୧୩।୧: ପ୍ରଥମ ପର୍ଯ୍ୟାୟରେ କରୋନା ଟିକାକରଣ ପାଇଁ ପ୍ରସ୍ତୁତ ହୋଇଥିବା ତାଲିକାରେ କେତେକ ଅନିୟମିତତା ସମ୍ପର୍କରେ ଜଣାପଡ଼ିଛି। ଉତ୍ତରପ୍ରଦେଶରେ ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ…

ଭାରତୀୟ ଦଳର ୯ ଖେଳାଳି ଆହତ:ସେହ୍ବାଗ କହିଲେ, ମୁଁ ଅଷ୍ଟ୍ରେଲିଆ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧: ବ୍ରିସବେନ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିଛି। ଭାରତୀୟ କ୍ରିକେଟ ଦଳ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ତଥା ଅନ୍ତିମ ମ୍ୟାଚ୍‌…