ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’

ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ…

ପୁଣି ବଢୁଛି କରୋନା ଗ୍ରାଫ୍‌: ଦିନକରେ ୪୫ ହଜାରରୁ ଅଧିକ ଚିହ୍ନଟ, ୫୮୪ ମୃତ୍ୟୁ

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ…

ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍‌…

ଖୁସି ଖବର: ପିତା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍‌ ଏବି ଡିଭିଲିୟର୍ସ ତୃତୀୟଥର ପାଇଁ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡେନିୟଲ୍‌ ଡିଭିଲିୟର୍ସ ଏକ କନ୍ୟା ସନ୍ତାନ…

ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ

ନିମାପଡ଼ା,୨୦ା୧୧(ଡି.ଏନ୍‌.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ…

ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି

କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍‌.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ…

ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା…

ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍‌ଲାଇନ୍‌ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା…

ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ କାର୍ଯ୍ୟ…