ଲୋଗୋ ବ୍ୟାଗ୍‌ ବିକି ଦେଢ଼ ଲକ୍ଷ ଜରିମାନା

ହାଇଦ୍ରାବାଦ୍‌, ୧୨ା୧: ଲୋଗୋ ଥିବା ପ୍ଲାଷ୍ଟିକ ବ୍ୟାଗକୁ ୬ ଟଙ୍କାରେ ବିକ୍ରି କରି ଏକ ଷ୍ଟୋର ମାଲିକଙ୍କୁ ଦେଢ଼ ଲକ୍ଷ ଟଙ୍କା ଜରିମାନା ଭରିବାକୁ ପଡ଼ିଛି। ହାଇଦ୍ରାବାଦର…

ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ…

କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ…

କୃଷି ଆଇନ ସ୍ଥଗିତ ରଖ

ନୂଆଦିଲ୍ଲୀ, ୧୨ା୧: ନୂଆ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ଏହାର ସମାଧାନ କରିବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ…

ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଡବଲ୍‌ ଝଟ୍‌କା

ସିଡନୀ,୧୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଖେଳାଳି ଆହତ ହେବା ଜାରି ରହିଛିି। ଏହା ସତ୍ତ୍ୱେ ଟିମ ଇଣ୍ଡିଆ ମେଲବୋର୍ନରେ ଏକ…

ପଥ ଓଗାଳିଛି ଆର୍‌ଇଟି ସର୍ଭେ

ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍‌-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର…

ସାମ୍ନାକୁ ଆସିଲା ବିରାଟ-ଅନୁଷ୍କାଙ୍କ ଝିଅର ପ୍ରଥମ ଫଟୋ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନ ଜନ୍ମ…

ଖଣ୍ଡାଧାର ଜଳପ୍ରପାତ

କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ କାଦକଳାଠାରେ ପ୍ରାକୃତିକ ସବୁଜିମା ପରିବେଶ ମଧ୍ୟରେ ରହିଛି ଖଣ୍ଡାଧାର ଜଳପ୍ରପାତ। ଏହି ପ୍ରକୃତିଦତ୍ତ ଜଳପ୍ରପାତ ଓ ଏଠାକାର ଥଣ୍ଡା ପରିବେଶ…

୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌ ସମୟରେ…

ଭୁବନେଶ୍ୱରରେ ମାରି ଗଞ୍ଜାମରେ ଫିଙ୍ଗିଥିଲେ

ଜଗନ୍ନାଥପ୍ରସାଦ,୧୨।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଭୂଷଣ୍ଡପାଳ ଛକ ନିକଟ ଧାନବିଲରୁ ଗତ ଡିସେମ୍ବର ୨ରେ ଯୁବତୀଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ମୃତ ଯୁବତୀ…