ସରକାରୀ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମ୍‌ ପିଲା ଥିବା ପ୍ରାୟ ୧୫ହଜାର ସରକାରୀ ସ୍କୁଲ ବନ୍ଦ ଓ ମିଶ୍ରଣ କରିବାକୁ ନିଷ୍ପତ୍ତି ନେଇଛି। ଏହାକୁ ତୀବ୍ର…

ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ: ଧରାପଡିଲେ ଦୁଇ ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀମାନେ କରୁଥିବା ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ । ଜମ୍ମୁ-କଶ୍ମୀରରେ ରହୁଥିବା ଓ ଜୈଡ-ଇ-ଆତଙ୍କବାଦୀ ସଙ୍ଗଠନ…

ଆତ୍ମହତ୍ୟା କଲେ କ୍ରିକେଟର୍‌

ବାଂଲାଦେଶର ପୂର୍ବତନ ଅଣ୍ଡର-୧୯ କ୍ରିକେଟର ମହମ୍ମଦ ସୋଜିବ ଆତ୍ମହତ୍ୟା କରିଛନ୍ତି। ନଭେମ୍ବର ୧୪ରେ ସେ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ୨୧ବର୍ଷର ସାଜିବ ମଧ୍ୟ…

ଏସ୍‌ଡିଆର୍‌ଏଫ୍‌ରୁ ଖର୍ଚ୍ଚ ହେବ ୨୨୦୦ କୋଟି

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବାତ୍ୟା, ବନ୍ୟା ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସ୍‌ଡିଆର୍‌ଏଫ୍‌)ରୁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଛନ୍ତି। ସେଥିରୁ ୪୦ ପ୍ରତିଶତ…

‘ଧାନ ବିକ୍ରି ଉପରେ ନଜର ରଖ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ ଧାନ…

ଅଚଳ ଖାତାକୁ କାର୍ଯ୍ୟକ୍ଷମ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):  ଫନୀ ବାତ୍ୟାକୁ ଦେଢ଼ ବର୍ଷ ବିତି ଗଲାଣି। ମାତ୍ର ଏ ପର୍ଯ୍ୟନ୍ତ ପିପିଲି, ଡେଲାଙ୍ଗ ଅଞ୍ଚଳରେ କୌଣସି ବାସହରାଙ୍କୁ ଗୃହ ଯୋଗାଇ ଦିଆଯାଇ ନାହିଁ।…

ଘରେ ଶୌଚାଳୟ ନ ଥିଲା, ବିସ୍ଫୋରକ ବ୍ୟାଟିଂରେ ରଚିଥିଲେ ଇତିହାସ

ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ୟୁସୁଫ ପଠାନଙ୍କ ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ଗୁଜରାଟର ଭଡୋଦରାରେ ଜନ୍ମ ହୋଇଥିବା ଏହି ଖେଳାଳି ନିଜ ପ୍ରତିଭା ଦେଖିବାରେ ସମର୍ଥ ହୋଇଛନ୍ତି।…

ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ ଭଳି…

ହୋମ୍‌ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍‌ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ ମୁଖ୍ୟ…

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ…