ଉତ୍ତରପ୍ରଦେଶ ସମେତ ୭ ରାଜ୍ୟରେ ବାର୍ଡ ଫ୍ଲୁ: କାନପୁର ଚିଡ଼ିଆଖାନା ବନ୍ଦ, ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୦।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି ଖରାପ…

ସ୍ବଚ୍ଛ ହେବ ବିନ୍ଦୁସାଗର

ଭୁବନେଶ୍ୱର, (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୦।୧(ଡି.ଏନ୍‌.ଏ.): ସ୍ବଚ୍ଛ ହେବ ପବିତ୍ର ତୀର୍ଥ ପୁଷ୍କରିଣୀ ବିନ୍ଦୁସାଗରର ଜଳ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି କାର୍ଯ୍ୟକ୍ରମ ଅଧୀନ ଏକାମ୍ର ଯୋଜନାରେ ଶନିବାର…

ସାରା ରାତି ଅନ୍ଧାରରେ ପାକିସ୍ତାନ

ଇସଲାମାବାଦ୍‌,୧୦।୧: ପାକିସ୍ତାନ ଶନିବାର ରାତି ସାରା ଅନ୍ଧାରରେ ରହିଛି। ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଫଳରେ ରାଜଧାନୀ ଇସଲାମାବାଦଠାରୁ ଆରମ୍ଭ କରି…

କେମିତି ହେବ ଭ୍ୟାକ୍ସିନ ରେଜିଷ୍ଟ୍ରେସନ

କୋୱିନ ଆପ ନାମରେ ଏକ ମୋବାଇଲ ଆପଲିକେସନ ନେଇ କେନ୍ଦ୍ର ସରକାର ସୂଚନା ଦେଇଥିଲେ। ଏହି ଆପରେ ଟିକା କରଣର ପ୍ରକ୍ରିୟା ସହିତ, ପ୍ରଶାସନିକ ସୂଚନା, ଏବଂ…

ହାଇକୋର୍ଟ ଗଲେ ଅଯୋଧ୍ୟା ବାସିନ୍ଦା

ବାରାଣସୀ,୧୦।୧: ୧୯୯୨ ବାବ୍ରି ମସ୍‌ଜିଦ୍‌ ଭଙ୍ଗା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ୩୨ଜଣଙ୍କ ବିରୋଧରେ ଆଲ୍ଲାହାବାଦ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଯୋଧ୍ୟାର ୨ବାସିନ୍ଦା। ୨୦୨୦ ସେପ୍ଟେମ୍ବର ୩୦ରେ…

ଏୟାରଷ୍ଟ୍ରାଇକ୍‌ରେ ମରିଥିଲେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୦।୧: ୨୦୧୯ ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ସେକ୍ଟରରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଏହାର ପ୍ରତିଶୋଧ ନେବାକୁ ଯାଇ…

ପରମାଣୁରେ ପ୍ରତିଶୋଧ ଆଶଙ୍କା

ଓ୍ବାଶିଂଟନ୍‌, ୧୦ା୧: ସତ୍ତା ଲୋଭରେ ସୀମା ଟପିଛନ୍ତି ଡୋନାଲ୍ଡ ଟ୍ରମ୍ପ। ଆମେରିକା ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିର ଖଳନାୟକ ଆଖ୍ୟା ପାଇସାରିବା ପରେ ବି ବଦଳୁନି ତାଙ୍କ…

ହ୍ବାଇଟ୍‌ ହାଉସ୍‌ରେ ସାବ୍ରିନା ସିଂ

ଓ୍ବାଶିଂଟନ୍‌, ୧୦ା୧: ଆମେରିକାର ନବ ନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଡେପୁଟି ପ୍ରେସ୍‌ ସେକ୍ରେଟାରୀ ଭାବେ ମନୋନୀତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସାବ୍ରିନା ସିଂ। ହାରିସ୍‌ ଓ…

ଇତିହାସ ରଚିବେ ମହିଳା ପାଇଲଟ୍‌

ନୂଆଦିଲ୍ଲୀ, ୧୦ା୧: ଇତିହାସ ରଚିବାକୁ ଯାଉଛନ୍ତି ଏୟାର ଇଣ୍ଡିଆର ମହିଳା ପାଇଲଟ୍‌। କ୍ୟାପ୍‌ଟେନ୍‌ ଜୋୟା ଅଗ୍ରଓ୍ବାଲଙ୍କ ଟିମ୍‌ ବିଶ୍ୱର ଦୀର୍ଘତମ ରୁଟ୍‌ରେ ବିମାନ ଚଳାଇ କର୍ନାଟକର ବେଙ୍ଗାଲୁରୁରେ…

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା

ଜାକର୍ତ୍ତା, ୧୦।୧: ଇଣ୍ଡୋନେସିଆର ଶ୍ରୀଓ୍ବିଜୟ ଏୟାର ପାସେଞ୍ଜର ଜେଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ବିମାନର ଭଗ୍ନାବଶେଷ ମିଳିବା ପରେ ନୌସେନା ଜାହାଜ ସେଠାକୁ ପଠାଯାଇଛି।…