କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ

କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ ପାଇଁ…

ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼,୧୬ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିକୁ ସୋମବାର ଭୋର୍‌ରୁ ୪୨ ଝାଡ଼ଖଣ୍ଡୀ ହାତୀପଲ ନୀଳଗିରିକୁ ପ୍ରବେଶ କରିଛନ୍ତି। ୨୦୧୦ ମସିହାରୁ ହାତୀପଲ ନୀଳଗିରିକୁ ଜଙ୍ଗଲ ଚିରାଚରିତ ଢଙ୍ଗରେ ପ୍ରତିବର୍ଷ…

ବଦଳିଲେ ମାଲକାନଗିରି ଜିଲାପାଳ

ମାଲକାନଗରି,୧୬ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ବଦଳି ହୋଇଛି। ହତ୍ୟା ଅଭିଯୋଗ ଆସିବା ପରେ ତାଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ…

ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ: ଅନୁପ୍ରବେଶ ପାଇଁ ବସିଛନ୍ତି ସୁଯୋଗ ଉଣ୍ଡି

ଶ୍ରୀନଗର,୧୬।୧୧: ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସେଥିପାଇଁ ଏଲ୍‌ଓସିରେ ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦…

ଅସନ୍ତୁଳିତ ଖାଦ୍ୟ ଓ ଡାଇବେଟିସ୍‌

ଆଜିକାଲି ଅସନ୍ତୁଳିତ ଖାଦ୍ୟ ଏବଂ ଜୀବନଶୈଳୀ ଡାଇବେଟିସ ବା ମଧୁମେହ ରୋଗ ସୃଷ୍ଟି କରିବାରେ ଅନେକାଂଶରେ ଦାୟୀ। ଅନେକ ସମୟରେ କେତେକ ଡାଇବେଟିସ ରୋଗୀ ନିଜର ଖାଦ୍ୟପେୟ…

ଏମିତି ଟୁଇଟ୍‌ କରି ପୁଣି ଚର୍ଚ୍ଚାକୁ ଆସିଲେ ସୋନୁ ସୁଦ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ ବର୍ତ୍ତମାନ ଚର୍ଚ୍ଚାରେ ରହିବା ସହିତ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହୁଥିବା ମଧ୍ୟ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ସମୟରେ ପ୍ରବାସୀମାନଙ୍କୁ…

ଘରେ ୮୦ ହଜାର ମହୁମାଛି ପାଳିଛନ୍ତି ଏହି ଲୋକପ୍ରିୟ ଗାୟିକା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଆମେରିକାର ପପ୍‌ ଗାୟିକା ବିୟୋନ୍ସ ୮୦ ହଜାର ମହୂମାଛି ନିଜ ଘରେ ପାଳିବାକୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି। ନିଜେ ବାୟାନ୍ସେ ଏକ ସାକ୍ଷାତକାରରେ ଏକଥା କହିଛନ୍ତି।…

୭୦ରୁ ଅଧିକ ତାଲିବାନ୍‌ କମାଣ୍ଡର-୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

କାବୁଲ,୧୬।୧୧: ଆଫଗାନିସ୍ତାନରେ ଗତ ୨୫ ଦିନ ମଧ୍ୟରେ ୭୦ରୁ ଅଧିକ ତାଲିବାନ କମାଣ୍ଡର ଏବଂ ୧୫୨ ପାକିସ୍ତାନୀ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା…

ଆଙ୍ଗୁଠିରୁ ଜାଣିହେବ ରୋଗ

କୌଣସି ରୋଗ ନିରୂପଣ କରିବା ପାଇଁ କେତେକ ପରୀକ୍ଷା କରାଯାଏ। ତା’ସହ ରୋଗର ଲକ୍ଷଣ ଦେଖି ଡାକ୍ତର ତାହାର ଚିକିତ୍ସା କରିଥାଆନ୍ତି। ତେବେ ଏହି ତାଲିକାରେ ଏକ…

ଲକ୍‌ଡାଉନ୍‌ ଲାଗୁ ହେବାର ଆବଶ୍ୟକତା ନାହିଁ, ମାସ୍କ୍‌ ଦ୍ୱାରା ସଂକ୍ରମଣରୁ ରହିହେବ ଦୂରେଇ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୬।୧୧: ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଥିପାଇଁ ଲକ୍‌ଡାଉନ୍‌…