ଏକଦା ସଚିନଙ୍କ ପାଖରେ ବସିବା ପାଇଁ ମନା କରିଦେଇଥିଲେ ଯୁବରାଜ, କାରଣ ଜାଣିଲେ ହେବେ..

ଭାରତୀୟ କ୍ରିକେଟ୍‌ ଟିମ୍‌ର ଦିଗ୍ଗଜ ଖେଳାଳି ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ ଏବଂ ସୌରଭ ଗାଙ୍ଗୁଲୀଙ୍କ ଦବ୍‌ଦବା ଦେଖିବାକୁ ମିଳୁଥିବା ବେଳେ ଯୁବରାଜ ସିଂହ ଦଳରେ ଯୋଗ…

ଆଜି ଦୀପାବଳି: ପ୍ରଶଂସକଙ୍କୁ ଏଭଳି କହି ଶୁଭେଚ୍ଛା ଜଣାଇଲେ ମଲାଇକା

ମୁମ୍ବାଇ,୧୪।୧୧-ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ବର୍ତ୍ତମାନ ମଲାଇକା ନିଜର ଏକ ନୂଆ ଭିଡିଓ ପୋଷ୍ଟ କରିଛନ୍ତି ଯାହା ସୋସିଆଲ ମିଡିଆରେ…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ…

କମିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ…

ସୀମା ସୁରକ୍ଷା ପାଇଁ ଭାରତୀୟ ଯବାନ ସର୍ବଦା ଜାଗ୍ରତ: ମୋଦି

ଜୈୟସଲମେର,୧୪।୧୧: ଭାରତୀୟ ସେନା ସୀମା ସୁରକ୍ଷା ପାଇଁ ସର୍ବଦା ଜାଗ୍ରତ। ସେମାନଙ୍କୁ ଏଥିରେ କେହି ଅଟକାଇ ପାରିବେ ନାହିଁ। ଭାରତୀୟ ଯବାନଙ୍କୁ ଆହ୍ବାନ ଦେଲେ ଏହାର କଡ଼ା…

ଓଡ଼ିଶାକୁ ଅତିରିକ୍ତ ୧୨୮ କୋଟି ‘ଅମ୍ଫନ’ ସହାୟତା

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ବନ୍ୟା, ବାତ୍ୟା ଏବଂ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ୬ ରାଜ୍ୟ ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି…

ବାଣ ବ୍ୟବସାୟୀଙ୍କୁ ଗିରଫ ବେଳେ ପୋଲିସ ଜିପ୍‌ରେ ମୁଣ୍ଡ ବାଡେଇ କାନ୍ଦିଲେ କୁନି ଝିଅ: ଭିଡିଓ ଭାଇରାଲ

ବୁଲନ୍ଦସହର,୧୪ ।୧୧: ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ପୋଲିସ ଜିପ୍ ବାହାରେ ଠିଆ ହୋଇ…

ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ…

କମୁନି କରୋନା ମୃତ୍ୟୁ ହାର: ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ବାଚନ ଫଳାଫଳ ଫିକ୍ସିଂ କରି ସାରିଛନ୍ତି ଇମ୍ରାନ୍‌ ସରକାର

ଖାଇବରପସ୍ତୁନଖ୍ବା,୧୪।୧୧: ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବାକୁ ଥିବା ନିର୍ବାଚନ ଫଳାଫଳକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଫିକ୍ସିଂ କରି ସାରିଛନ୍ତି। ଏଠାରେ କେବଳ ନିର୍ବାଚନ ହେବ। କିନ୍ତୁ ଫଳାଫଳ ପୂର୍ବରୁ…