ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି।…
ଭୁବନେଶ୍ୱର, ୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ଧମକ ମିଳିଛି। ଦୁଇଦିନ ପୂର୍ବରୁ ନବୀନ ନିବାସକୁ ଏ ନେଇ ଏକ ହାତଲେଖା ବେନାମୀ ଧମକପୂର୍ଣ୍ଣ ଚିଠି ଆସିଛି।…
ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ…
ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ…
ଭୁବନେଶ୍ୱର, ୮।୧ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏନ୍ଆଇଏସ୍ ଆଥଲେଟିକ୍ କୋଚ୍ ତଥା ଅନ୍ତର୍ଜାତୀୟ ଟେକ୍ନିକାଲ ଅଫିସିଆଲ ପ୍ରବୋଧ କୁମାର ମହାନ୍ତିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। କେନ୍ଦ୍ର…
ଭୁବନେଶ୍ୱର, ୮।୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍ଜିଏମ୍ ଟି୨୦ କ୍ରିକେଟ ଲିଗ୍ର ଗୁରୁବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ…
ନୂଆଦିଲ୍ଲୀ, ୮ା୧ (ପି.ଟି.)-ଚତୁର୍ଥ ଟେଷ୍ଟ ପୂର୍ବରୁ ବ୍ରିସ୍ବେନର କଠୋର କ୍ୱାରାଣ୍ଟାଇନ୍ ପ୍ରୋଟୋକଲକୁ କୋହଳ କରିବା ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟ ଅଷ୍ଟ୍ରେଲିଆ (ସିଏ)…
ବାମ୍ବୋଲିମ୍, ୮।୧-ଡିଏଗୋ ମୌରିସିଓଙ୍କ ଡବଲ ଗୋଲ ବଳରେ ଓଡ଼ିଶା ଏଫ୍ସି ଚଳିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ରେ ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଷ୍ଟୁଆର୍ଟ ବକ୍ସଟରଙ୍କ ପ୍ରଶିକ୍ଷଣପ୍ରାପ୍ତ…
ମୁମ୍ବାଇ,୮।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେଙ୍କୁ ଶୁକ୍ରବାର ୩୪ ବର୍ଷ ପୂରଣ ହୋଇଛି। ସେ ୩୫ ବର୍ଷରେ…