ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ…

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ…

୩୨ ସଦସ୍ୟ ସାମିଲ, ଅନେକ ନୂଆ ମୁହଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦ ପୁନର୍ଗଠନ କରାଯାଇଛି। ନବଗଠିତ ପରିଷଦର ସଭ୍ୟମାନେ ଆସନ୍ତା…

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କୁ ଫାଶୀଦଣ୍ଡ

ବେଜିଂ, ୬ା୧: ଚାଇନାର ଜଣେ ପୂର୍ବତନ ବ୍ୟାଙ୍କ ଅଧିକାରୀ ଲାଇ ଜିଆଓମିନ୍‌ଙ୍କୁ ତିଆନଜିନ୍‌ସ୍ଥିତ ଏକ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଲାଇଙ୍କ ନାମରେ ୨୬୦ ଡଲାର ମିଲିୟନ…

ହଷ୍ଟେଲ ପିଲାଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ…

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ କେନ୍ଦ୍ର…

ଧାଡ଼ିରେ ଛିଡ଼ା ହେଲେ ମମତା

କୋଲକାତା, ୬ା୧: ‘ସ୍ବାସ୍ଥ୍ୟ ସାଥୀ’ ସ୍ମାର୍ଟ କାର୍ଡ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କୋଲକାତା ମ୍ୟୁନିସିପାଲିଟି କାର୍ଡ ବଣ୍ଟନ କେନ୍ଦ୍ରରେ ଧାଡ଼ିରେ ଛିଡ଼ା ହୋଇଥିବା…

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ…

ବାଚସ୍ପତି ବିର୍ଲାଙ୍କ ଝିଅଙ୍କୁ ୟୁପିଏସ୍‌ସିରେ ସଫଳତା

ନୂଆଦିଲ୍ଲୀ, ୬ା୧: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଝିଅ ଅଞ୍ଜଳି ବିର୍ଲା ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି) ଦ୍ୱାରା ଆୟୋଜିତ ପ୍ରଶାସନିକ ସେବା ପରୀକ୍ଷାରେ…

ଜିଲା ଗସ୍ତ କରିବେ ସଚିବ

ଭୁବନେଶ୍ୱର, ୬।୧(ବ୍ୟୁରୋ): କ୍ଷେତ୍ର ସ୍ତରରେ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ସମସ୍ୟା ସାମାଧାନ କରିବା ପାଇଁ ବିଭିନ୍ନ ବିଭାଗର ସଚିବମାନେ ଜିଲା ଗସ୍ତ କରି ସରକାରୀ…