ବାପଘରକୁ ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲେ

ଉମରକୋଟ, ୬।୧(ସ୍ବ.ପ୍ର.): ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ତାଙ୍କ ସ୍ତ୍ରୀ ସିପ୍ରାଙ୍କୁ ହତ୍ୟା କରିଛନ୍ତି।…

ପର୍ଯ୍ୟଟନସ୍ଥଳୀ: ‘ଟୁଙ୍କି’ ଜଳପ୍ରପାତ

ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନର ସବୁଜ ସୁନ୍ଦର ଓ ପ୍ରାକୃତିକ ଶୋଭା ଅନେକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସୁଉଚ୍ଚ ପାହାଡ଼ରୁ ଝରୁଥିବା ଜଳ ସାଙ୍ଗକୁ ପଶୁପକ୍ଷୀଙ୍କ…

ହାସ୍ୟ ଅଭିନେତା ଶିବୁ ଦାଦାଙ୍କ ପରଲୋକ

ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨ ବର୍ଷ…

‘ଫାୟାର ପାର୍କ’ ଉଦ୍‌ଘାଟିତ

ଭୁବନେଶ୍ୱର, ୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭର୍ଚୁଆଲ୍‌ ମାଧ୍ୟମରେ ଭୁବନେଶ୍ୱରଠାରେ ‘ଫାୟାର ପାର୍କ’ ଉଦ୍‌ଘାଟନ କରିବା ସହ ଓଡ଼ିଶା ଅଗ୍ନିଶମ ସେବାର ପ୍ରଭାବୀ ଅନ୍‌ଲାଇନ ପୋର୍ଟାଲ…

ତେଲ କମ୍ପାନୀ ପରିସରରେ ମାଟିି ଅତଡ଼ା ଖସିଲା

ମହାକାଳପଡ଼ା, ୬ା୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆ ଗଁା ଦେଇ ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌ ଲାଇନ…

୪ ଅଭିଯୁକ୍ତ ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା,୬ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତ୍ତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟା ଘଟଣାରେ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର…

ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀରମାଡ଼

ସୁନ୍ଦରଗଡ/ଟେନ୍‌ସା/ବଣାଇଁ, ୬।୧ (ଡି.ଏନ.ଏ/ସ୍ବ.ପ୍ର): ବେଆଇନ ମଦ କାରବାର ଉପରେ ଚଢାଉ ପାଇଁ ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନସା ଫାଣ୍ଡି ଅଧୀନ ଜିରୋ ପଏଣ୍ଟ ହାଟିଂ (ବସ୍ତି)କୁ…

ହସ୍ପିଟାଲ ରାସ୍ତାରେ ହାତୀ

ରାଇବଣିଆ, ୬ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନ ଖୁଆଡ଼ ହସ୍‌ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ…

ବାର୍ଡ ଫ୍ଲୁ ଆଶଙ୍କା: ପଠାଗଲା ୪୦୦ ନମୁନା

ଭୁବନେଶ୍ୱର,୬ା୧(ବ୍ୟୁରୋ): କରୋନା ମହାମାରୀ ସମ୍ପୂର୍ଣ୍ଣ ଥମି ନ ଥିବା ବେଳେ ବାର୍ଡ ଫ୍ଲୁ ଭଳି ଆଉ ଏକ ବିପଦର ଆଶଙ୍କା ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ବିଦେଶାଗତ ପକ୍ଷୀଙ୍କ…

ଏସ୍‌ଆଇଟିକୁ ଝଟକା

ନୟାଗଡ଼ ଅଫିସ,୬ା୧: ବହୁ ଚର୍ଚ୍ଚିତ ନୟାଗଡ଼ ସଦର ଥାନା ପରୀ ହତ୍ୟା ଓ ବଳାକତ୍ାର ଘଟଣା ନୂଆ ମୋଡ଼ ନେଇଛି। ଅଭିଯୁକ୍ତ କଲେଜ ଛାତ୍ର ଜଣେ ନାବାଳକ…