ରାଶିଫଳ: ବୁଧବାର, ଜାନୁଆରୀ ୬ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପୁଞ୍ଜିଲଗାଣ ପାଇଁ ଦିନଟି…

କମିବନି ସିଲାବସ୍‌: ୭୦% ସିଲାବସ୍‌ରେ ପାଠ ପଢିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ…

ମମତାଙ୍କ ସରକାରକୁ ପୁଣି ଝଟ୍‌କା: ଲକ୍ଷ୍ମୀ ରତନ ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା

କୋଲକାତା,୫।୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ମଙ୍ଗଳବାର ପୁଣି ଏକ ଝଟ୍‌କା ଲାଗିଛି। ମନ୍ତ୍ରୀ ପଦରୁ ତୃଣମୂଳ କଂଗ୍ରେସ ନେତା ଲକ୍ଷ୍ମୀ ରତନ ଶୁକ୍ଳା ଇସ୍ତଫା…

‘ଅଣ୍ଡା ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ’

ବଲାଙ୍ଗୀର ଅଫିସ, ୫।୧: ସରକାର ତୁମ ଅଣ୍ଡା, ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ ନାରା ଦେଇ ସ୍କୁଲ ଛାତ୍ରୀଛାତ୍ରମାନେ ମଙ୍ଗଳବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ…

ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ କାଠ ଫାଳିଆରେ ମାଡ଼: ଚାଲିଗଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୧ : ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ ପଛପଟୁ କାଠଫାଳିଆ ମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ଟାଉନ…

ଗୋଟିଏ ଦିନ ପରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବେ ଗାଙ୍ଗୁଲି

କୋଲକତା,୫।୧: ହୃଦଘାତରେ ପୀଡିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ବୁଧବାର ଡାକ୍ତରଖାନାରୁ ଡିସଚାର୍ଜ ହେବେ। ଗାଙ୍ଗୁଲି ଉଡ୍‌ଲାଣ୍ଡ ହସ୍ପିଟାଲରେ ଭର୍ତ୍ତି…

ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ପ୍ରସ୍ତୁତ !

ନୂଆଦିଲ୍ଲୀ,୫।୧: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ଗାନ୍ଧୀ ପ୍ରସ୍ତୁତି ଆରମ୍ଭ କରିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳରେ ଦୀର୍ଘ ଦିନ ଧରି…

ପୁଣିଥରେ ମାନବିକତା ଦେଖାଇଲେ ରତନ ଟାଟା

ନୂଆଦିଲ୍ଲୀ,୫।୧: ଭାରତର ବିଶିଷ୍ଟ ଶିଳ୍ପପତି ରତନ ଟାଟା ମାନବିକତାର ଏକ ଉଦାହରଣ ଉପସ୍ଥାପନ କରିଛନ୍ତି। ୮୩ ବର୍ଷୀୟ ରତନ ଟାଟା ତାଙ୍କ କର୍ମଚାରୀଙ୍କ ପାଇଁ ଅନେକ କଲ୍ୟାଣ…

ମୋଦିଙ୍କୁ ପ୍ରଶଂସା କଲେ ଗେଟସ୍‌

ନୂଆଦିଲ୍ଲୀ,୫ ।୧: କରୋନା ଭାଇରସର ୨ଟି ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ମିଳିବା ପରେ ସବୁଠି ଭାରତର ଶୀର୍ଘ ନେତୃତ୍ୱକୁ ପ୍ରଶଂସା କରାଯାଉଛି ।…

ମାଛ ଚୋରି କରି ବିକିଦେଲେ ନାବାଳକ: ଗଛରେ ବାନ୍ଧି ଲଣ୍ଡାକଲେ ମାଲିକ

ବାଲେଶ୍ୱର ଅଫିସ, ୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ଗ୍ରାମରେ କଙ୍ଗାରୁ କୋର୍ଟ ହୋଇଥିବା ଅଭିଯୋଗ ହୋଇଛି। ନାବାଳକଙ୍କୁ ଦୋକାନରେ ରଖି କାମ କରାଉଥିବା…