୮୩୧ କୋଟିର ଜିଏସ୍‌ଟି ଠକେଇ

ନୂଆଦିଲ୍ଲୀ,୪।୧: ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ୮୩୧ କୋଟି ଟଙ୍କା ଟିକସ ଠକେଇର ପର୍ଦ୍ଦାଫାଶ କରିଛନ୍ତିି। ଗୁଟ୍‌ଖା, ପାନମସଲା ଏବଂ ତମାଖୁ ପ୍ରଡକ୍ଟର ମାନୁଫାକଚର ଏବଂ ଯୋଗାଣ କରୁଥିବା ଜଣେ…

ଭାରତୀୟ ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ, ୪।୧: ରାଣୀ ରାମପାଲଙ୍କ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ରବିବାର ଆର୍ଜେଣ୍ଟିନା ଗସ୍ତ କରିଛି। ହକି ଇଣ୍ଡିଆ ପକ୍ଷରୁ ଘୋଷିତ ୨୫ ଜଣିଆ ଦଳରେ…

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ…

ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ…

ଯମୁନାରେ ମିଳିବ ସିପ୍ଲେନ ସୁବିଧା

ନୂଆଦିଲ୍ଲୀ, ୪।୧: ପର୍ଯ୍ୟଟକ ଓ ପରିଭ୍ରମଣକାରୀଙ୍କୁ ସୁବିଧା ସହିତ କମ ସମୟରେ ଅଧିକରୁ ଅଧିକ ସ୍ଥାନ ଭ୍ରମଣ କରିବାର ସୁଯୋଗ ସ୍ଥଳପଥ ଠାରୁ ଆକାଶ ପଥରେ ହୋଇପାରିବ।…

ସଂଖ୍ୟା ବଢ଼ିଲେ ସମ୍ଭବ

ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍‌ଲାଇନ୍‌ରେ…

ସିଏଜି ମାଗିଲେ ବ୍ୟାଙ୍କ ଅଡିଟ ରିପୋର୍ଟ

ନୂଆଦିଲ୍ଲୀ,୪।୧: ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ପୁଞ୍ଜି ଯୋଗାଣ ଧାରା ଜାରି ରଖିଛନ୍ତି। ବ୍ୟାଙ୍କଗୁଡ଼ିକର ପରଫରମାନ୍ସ ଅଡିଟ ସଂକ୍ରାନ୍ତ ବିସ୍ତୃତ ତଥ୍ୟ ଦେବାକୁ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି)…

୬ରୁ ଭାରତ-ବ୍ରିଟେନ ବିମାନ ସେବା

ନୂଆଦିଲ୍ଲୀ,୪।୧: ଚଳିତ ମାସ ୬ ତାରିଖରୁ ଭାରତ ଏବଂ ବ୍ରିଟେନ ମଧ୍ୟରେ ବିମାନ ସେବା ପୁଣିଥରେ ଶୁଭାରମ୍ଭ ହେବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ସୁପର ଓଭରରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ରବିବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା…

ବିଇଏମ୍‌ଏଲ୍‌ର ୨୬% ଅଂଶଧନ ବିକ୍ରି ହେବ

ନୂଆଦିଲ୍ଲୀ,୪।୧: ପ୍ରତିରକ୍ଷା କ୍ଷେତ୍ରରେ ରାଷ୍ଟ୍ରାୟତ୍ତ କମ୍ପାନୀ ଭାରତ ଆର୍ଥ ମୁଭର୍ସ ଲିମିଟେଡ(ବିଇଏମ୍‌ଏଲ୍‌)ରୁ ୨୬% ଅଂଶଧନ ବିକ୍ରି ହେବ। ସେହିଭଳି ସରକାର ଏହି କମ୍ପାନୀର ପରିଚାଳନା ଏବଂ ନିୟନ୍ତ୍ରଣକୁ…