ଶିମିଳିପାଳ, କୁଲଡ଼ିହାରେ ପକ୍ଷୀ ଗଣନା: ୫୩ ଟିମ୍‌ ନିୟୋଜିତ

ବାରିପଦା ଅଫିସ/ସଜନାଗଡ଼/ପାଟଣା,୩ା୧: ମୟୂରଭଞ୍ଜ ଜିଲାର ଶିମିଳିପାଳ ଓ ବାଲେଶ୍ୱର ଜିଲାର କୁଲଡ଼ିହା ଅଭୟାରଣ୍ୟରେ ରବିବାର ପକ୍ଷୀଗଣନା ଆରମ୍ଭ ହୋଇଛି। ୨ ଜିଲାର ବିଭିନ୍ନ ସ୍ଥାନ ସମେତ କେନ୍ଦୁଝର…

ଜଗା ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭିଡ

କୋଭିଡ କଟକଣା ମଧ୍ୟରେ ଜଗା ଦର୍ଶନ କରୁଛନ୍ତି ଭକ୍ତ । ଭକ୍ତ ଓ ଭଗବାନ ଏକାକାର । କରୋନା ଯୋଗୁଁ ୯ ମାସ ଧରି ବନ୍ଦ ରହିବା…

ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଉରକେଲା ବିଜୟୀ

ସମ୍ବଲପୁର,୩।୧(ବ୍ୟୁରୋ): ରାଜ୍ୟସ୍ତରୀୟ ମହେଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ସ୍ବର୍ଣ୍ଣାବୁରେଇ ଖେଳ ପଡ଼ିିଆରେ ଚାଲିଛି। ରବିବାର କ୍ବାର୍ଟର ଫାଇନାଲ ମ୍ୟାଚ୍‌ ବରଗଡ ଜିଲା ବ୍ଲୁ ଡାଇମଣ୍ଡ ଓ ରାଉରକେଲା…

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ପୁଣେ,୩।୧୨: କରୋନା ଟିକା ମୂଲ୍ୟକୁ ନେଇ ଦୀର୍ଘ ଦିନରୁ ଆଲୋଚନା ହେଉଛି। ରବିବାର ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଏହି ଟିକା ମୂଲ୍ୟ…

୧୦ଦିନ ହେଲା ଜଳଯୋଗାଣରେ ବ୍ୟାଘାତ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଲାଠୋର,୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଥିବା ଓଭରହେଡ ଟ୍ୟାଙ୍କ ଚାବି ଖରାପ ହୋଇଯାଇଛି। ଏନେଇ ଗତ ୧୦ଦିନ ହେବ…

ନିଖୋଜ ପୂର୍ବତନ କାଉନସିଲରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବୌଦ୍ଧ,୩ା୧: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାଉନସିଲର ଅଗସ୍ତୀ ମହାକୁଡଙ୍କ ମୃତଦେହ ଏକ ବିଲରୁ ରବିବାର ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ…

ଶୀତ, ବର୍ଷା ସବୁ ସହିଯିବୁ; ଆଇନ୍‌ ଲାଗୁ ହେବାକୁ ଦେବୁ ନାହିଁ

ନୂଆଦିଲ୍ଲୀ,୩।୧: କେନ୍ଦ୍ର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଗତ ୩୯ ଦିନ ହେବ ଚାଷୀମାନେ ଆନ୍ଦୋଳନରେ ବସିଛନ୍ତି। ହାଡଭଙ୍ଗା ଶୀତ, କାକର ସହିବା ପରେ…

ମା’ଙ୍କ ଦର୍ଶନ ପାଇ ଭାବବିହ୍ବଳ ହେଲେ ଶ୍ରଦ୍ଧାଳୁ

ସମ୍ବଲପୁର,୩।୧(ବ୍ୟୁରୋ): ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ନିର୍ଦ୍ଧାରିତ ସମୟ ରବିବାର ଭୋର ୬ଟାରୁ ଦର୍ଶନ ପାଇଁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୧୦ହଜାର ସ୍ଥାନୀୟ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ…

ଅହଙ୍କାର ଛାଡି କୃଷି ଆଇନ୍‌ ପ୍ରତ୍ୟାହାର କରନ୍ତୁ ସରକାର: ସୋନିଆ

ନୂଆଦିଲ୍ଲୀ,୩।୧: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ରବିବାର କୃଷକଙ୍କ ପ୍ରଦର୍ଶନଙ୍କୁ ସମର୍ଥନ କରି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ସୋନିଆ କହିଛନ୍ତି ଯେ, ଦେଶର ସ୍ବାଧୀନତା ପରଠାରୁ…

କୃଷକଙ୍କ ଉପରେ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୩।୧: ପ୍ରାୟ ମାସେ ହେବ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ରବିବାର ହରିୟାଣା ସୀମାରେ ଚାଷୀ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି…