ଆତଙ୍କବାଦୀ ଆକ୍ରମଣ: ୫୬ରୁ ଅଧିକଙ୍କ ମୃତ୍ୟୁ

ନିୟାମେ,୩।୧: ନାଇଜରରେ ଆତଙ୍କବାଦୀ ଆକ୍ରମଣରେ ୫୬ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା…

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର: ୪ରେ ଶପଥ ଗ୍ରହଣ ଉତ୍ସବ

କଟକ ଅଫିସ,୩ା୧: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଆସନ୍ତା ୪ ତାରିଖ ପୂର୍ବାହ୍ନ ୧୦ଟାରେ ଶପଥ ନେବେ। ହାଇକୋର୍ଟର ପୁରୁଣା କୋଠାରେ…

ଅପରାଜିତା ଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀଙ୍କୁ ୨୦୨୦ ବର୍ଷ ପାଇଁ ଦେଶରେ ଶ୍ରେଷ୍ଠ ସାଂସଦ(ବେଷ୍ଟ ପାର୍ଲାମେଣ୍ଟାରିଆନ) ମାନ୍ୟତା ମିଳିଛି। ଏସିଆ ପୋଷ୍ଟ ଓ ଫେମେ ଇଣ୍ଡିଆ ପକ୍ଷରୁ…

ଦୁଇଦିନ ପ୍ରବଳ କୁହୁଡ଼ି: ୟେଲୋ ଓ୍ବାର୍ନିଂ ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ କନ୍ଧମାଳ ଜିଲାରେ ପ୍ରବଳ…

ପର୍ଯ୍ୟଟନସ୍ଥଳୀ: ଆପ୍‌ଖୋଲ

ବରଗଡ଼ ଜିଲାର ଡେବ୍ରିଗଡ଼ ଅଭୟାରଣ୍ୟ। ଏଠାରେ ରହିଥିବା ଖୋଲ (ପାହାଡ଼ ମଝିରେ ଫାଙ୍କ) ରେ ସର୍ବଦା ପାଣି ଜମି ରୁହେ। ଲୋକେ ତାକୁ କୁହନ୍ତି ଆପ୍‌ଖୋଲ। ସେଠାରେ…

୧୨ରେ ରଥକାଠ ପାଇଁ ଗଛକଟା ଅନୁକୂଳ

ଦଶପଲ୍ଲା,୩ା୧(ଡି.ଏନ୍‌.ଏ.): ପୁରୀରେ ଶ୍ରୀଜୀଉମାନଙ୍କ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ନୟାଗଡ ଜିଲା ଦଶପଲ୍ଲା ବନାଞ୍ଚଳରୁ ଯୋଗାଇ ଦିଆଯିବାର ବିଧି ରହିଛି। ସେଥିପାଇଁ ଶ୍ରୀମନ୍ଦିର ପଞ୍ଜିକାରଙ୍କ ଗଣନା…

ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର ବି…

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କର…

ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା

ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ…

ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା: ସର୍ଭେ

ନୂଆଦିଲ୍ଲୀ, ୩ା୧: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ବୋଲି ଆମେରିକାର ମର୍ନିଂ କନ୍‌ସଲ୍ଟ ସର୍ଭେ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ୭୫…