ପ୍ୟାକେଜ୍ଡ ପାଣି ପାଇଁ ୬ ମାସ: ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୩।୧: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ପ୍ୟାକିଂ ହୋଇଥିବା ପାଣି ଉପରେ ସରକାରଙ୍କ ନୂଆ ନିୟମ ଲାଗୁ ନିମନ୍ତେ ସମୟ ସୀମା…

ଆଇଏସ୍‌ଏଲ: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା, ଇଷ୍ଟ ବେଙ୍ଗଲ

ଭାସ୍କୋ,୩।୧(ପି.ଟି.): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ଓ ଇଷ୍ଟ ବେଙ୍ଗଲ ରବିବାର ମୁହାଁମୁହିଁ ହେବେ। ଦୁଇ ଦଳର ପ୍ରଦର୍ଶନ ଏପର୍ଯ୍ୟନ୍ତ ଆସାନୁରୂପ ହୋଇ…

ପୁରୁଷ ହକି କ୍ୟାମ୍ପ ଜାନୁୟାରୀ ୫ରୁ

ନୂଆଦିଲ୍ଲୀ, ୩ା୧ (ପି.ଟି.)-ବେଙ୍ଗାଲୁରୁରେ ମଙ୍ଗଳବାରଠାରୁ ଭାରତୀୟ ପୁରୁଷ ହକି ଜାତୀୟ କ୍ୟାମ୍ପ ଆରମ୍ଭ ହେବ। ୩୩ ସମ୍ଭାବ୍ୟ ଖେଳାଳିଙ୍କୁ ନେଇ ଏହା ଆୟୋଜନ ହେବ। ସେମାନଙ୍କ ମଧ୍ୟରେ…

ଆଇବିଏର ଉପଦେଷ୍ଟା ହେଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୩।୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ସିଜିଏମ୍‌ ତଥା ବରିଷ୍ଠ ଓଡ଼ିଆ ବ୍ୟାଙ୍କ ଅଧିକାରୀ ବିକାଶ ନାରାୟଣ ମିଶ୍ର ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନ (ଆଇବିଏ)ର ବରିଷ୍ଠ ଉପଦେଷ୍ଟା ପଦରେ…

ମୁକେଶ ଅମ୍ବାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୩।୧: ଦେଶର ଅଗ୍ରଣୀ ବ୍ୟବସାୟିକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଏଲ୍‌)ର ମାଲିକ ମୁକେଶ ଅମ୍ବାନୀ ଦ୍ୱିତୀୟ ଥର ପାଇଁ ଏସିଆ ମହାଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିର…

ଅପେକ୍ଷାର ହେବ ଅନ୍ତ

ଅନୁଗୋଳ ଅଫିସ, ୩।୧: ଦୀର୍ଘ ୯ ମାସ ଅପେକ୍ଷାର ହେବ ଅନ୍ତ। ୩ ତାରିଖ ରବିବାରରୁ ଅନୁଗୋଳ ଜିଲାରେ ଖୋଲିବ ଧର୍ମାନୁଷ୍ଠାନ। ଏଥିପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯିବା…

ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: କଂଗ୍ରେସ ପାଳିଲା ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ

ଦେବଗଡ଼,୩।୧(ଡି.ଏନ.ଏ) ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ଆଦିବାସୀ ଗଣହତ୍ୟା ଶ୍ରଦ୍ଧାଞ୍ଜଳି ଦିବସ ଭାବେ ପାଳନ କରାଯାଇଛି। ଏଥି ନିମନ୍ତେ ଏକ ଶୋଭାଯତ୍ରା ସହ ଜିଲାପାଳଙ୍କ…

ବୟସ ଲୁଚାଇଛନ୍ତି ପାକିସ୍ତାନ ପେସ୍‌ ବୋଲର: ଅସିଫ୍‌

କରାଚୀ, ୩ା୧ (ପି.ଟି.)-ପାକିସ୍ତାନ କ୍ରିକେଟ ଟିମ୍‌ର ବର୍ତ୍ତମାନ ପେସ୍‌ ବୋଲରମାନଙ୍କ ପ୍ରକୃତ ବୟସ ଲୁଚାଯାଇଛି। ସେମାନଙ୍କ ଜନ୍ମ ପ୍ରମାଣପତ୍ରରେ ଜାଲିଆତି ହୋଇଛି। ଜନ୍ମ ପ୍ରମାଣପତ୍ରରେ ଯାହା ଦର୍ଶାଯାଇଛି,…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଲାୟନ୍ସକୁ ହରାଇଲା ଚିତାସ

ଭୁବନେଶ୍ୱର,୩।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଶନିବାର ଓଡ଼ିଶା ଚିତାସ ଟୁର୍ନାମେଣ୍ଟର…

ରେଷ୍ଟୁରାଣ୍ଟ ଭିଡିଓ ଭାଇରାଲ: ରୋହିତଙ୍କ ସେମେତ ୫ ଖେଳାଳି ଆଇସୋଲେଶନରେ

ମେଲବୋର୍ନ,୩।୧(ପି.ଟି.): ଉପଅଧିନାୟକ ରୋହିତ ଶର୍ମାଙ୍କ ସମେତ ୫ଜଣ ଭାରତୀୟ ଖେଳାଳିଙ୍କୁ ମେଲବୋର୍ନରେ ଆଇସୋଲେଶନରେ ରଖାଯାଇଛି। ଜୈବ ସୁରକ୍ଷା ପ୍ରୋଟୋକଲର ସମ୍ଭାବ୍ୟ ଉଲ୍ଲଂଘନ ପାଇଁ ଉଦୀୟମାନ ଓପନର ଶୁବମନ…