ମହିଳା ଟି୨୦ ଚ୍ୟାଲେଞ୍ଜ: ସୁପରନୋଭାସ- ଟ୍ରେଲବ୍ଲେଜର୍ସ ଫାଇନାଲ

ଶାରଜା: ଏଠାରେ ଚାଲିଥିବା ମହିଳା ଟି୨୦ ଚ୍ୟାଲେଞ୍ଜରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ସୁପରନୋଭାସ ୨ ରନରେ ଟ୍ରେଲବ୍ଲେଜର୍ସକୁ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ଭାଗ ନେଇଥିବା ୩ଟି ଦଳ…

ବାଇଡେନ୍‌ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୭।୧୧-ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଶନିବାର ବିଜୟୀ ହୋଇଛନ୍ତି। ସେ ରିପବ୍ଲିକାନ ପାର୍ଟି ନେତା ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)-ରାଜ୍ୟରେ ଆଜି ମୋଟ ୧୬୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୩, କଟକରୁ ୧୦୪,…

ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ

ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ କରି…

ବେଆଇନ ବାଣ କାରଖାନାରେ ଚଢ଼ାଉ : ୭୦ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୭ା୧୧(ଡି.ଏନ୍‌.ଏ.)-ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଶନିବାର ଆସିକା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ…

ବିହାର ବିଧାନସଭା ନିର୍ବାଚନ : ଚୂଡ଼ାନ୍ତ ପର୍ଯ୍ୟାୟରେ ୫୫.୨୨% ମତଦାନ

ପାଟନା,୭।୧୧-ବିହାର ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଶନିବାର ଶେଷ ହୋଇଛି। ୨୪୩ ଆସନ ଲାଗି ୩ଟି ପର୍ଯ୍ୟାୟରେ ମତଦାନ କରାଯାଇଥିବାବେଳେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ୭୮…

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଉଦ୍‌ଘାଟନ…

ଭୋଟ ଦେବା ପାଇଁ ଖଟିଆରେ ବୁହା ହୋଇ ଆସିଲେ ଶତାୟୁ: ଭିଡିଓ ଭାଇରାଲ

କାଟିହାର,୭।୧୧-ବିହାର ବିଧାନସଭା ନିର୍ବାଚନ ପାଇଁ ଶନିବାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏପରିସ୍ଥିତିରେ ନିଜର ମତଦାନ ସାବ୍ୟସ୍ତ କରିବା  ପାଇଁ କାଟିହର ଜିଲାର ସୁଖଦେବ ମଣ୍ଡଳ(୧୦୦)…

ଜାତିସଂଘ ଉପଦେଷ୍ଟା କମିଟିରେ ବିଦିଶା

ଜାତିସଂଘ,୭।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରୀ) କମିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ…

୫୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ମିଳିବ ଅନୁମତି: ୟୁଜିସି

ନୂଆଦିଲ୍ଲୀ,୭ା୧୧: କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ୟୁନିଭର୍ସିିଟି ଗ୍ରାଣ୍ଟ୍‌ସ କମିଶନ (ୟୁଜିସି) ଗାଇଡ୍‌ଲାଇନ୍‌ ଜାରି କରିଥିବାବେଳେ ଏକା ଥରକେ ୫୦% ଛାତ୍ରୀଛାତ୍ରଙ୍କୁ ଉପସ୍ଥିତ ଲାଗି ଅନୁମତି…