ନୂଆବର୍ଷରେ ଜନ୍ମନେଲେ ୬୦ ହଜାର

ନୂଆଦିଲ୍ଲୀ, ୨ା୧: ନୂତନ ବର୍ଷର ପ୍ରଥମ ଦିନରେ ଭାରତରେ ଭୂମିଷ୍ଠ ହୋଇଛନ୍ତି ୬୦ ହଜାର ଶିଶୁ। ନବବର୍ଷ ପହିଲାରେ ବିଶ୍ୱରେ ୩ ଲକ୍ଷ ୭୧ ହଜାର ଶିଶୁ…

ଶୀତଦିନେ ଗରମପାଣିରେ ଗାଧୋଉଛନ୍ତି କି? ପଡ଼ିପାରେ ଏସବୁ କୁପ୍ରଭାବ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ : ପାନ୍ଥର୍ସର ଚତୁର୍ଥ ବିଜୟ

ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ…

ହକି ଷ୍ଟାଡିୟମରେ ମାଇକେଲଙ୍କୁ ଗାର୍ଡ ଅଫ୍‌ ଅନର

ରାଉରକେଲା ଅଫିସ,୨ା ୧- ବିଶିଷ୍ଟ ହକି ତାରକା ମାଇକେଲ କିଣ୍ଡୋଙ୍କ ଶେଷକୃତ୍ୟ ଶୁକ୍ରବାର ଖ୍ରୀଷ୍ଟୀୟ ରୀତିନୀତିରେ ହମିରପୁର ଚର୍ଚ୍ଚରେ ଶେଷ ହୋଇଛି। ପୂର୍ବାହ୍ନରେ ତାଙ୍କ ମୃତଦେହ ରାଉରକେଲା…

କନ୍ୟାସନ୍ତାନର ଜନକ ହେଲେ ଉମେଶ

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆ ଗସ୍ତରେ ଆହତ ସମସ୍ୟା ମଧ୍ୟରେ ଭାରତୀୟ ଦ୍ରୁତ ବୋଲର ଉମେଶ ଯାଦବଙ୍କ ପାଇଁ ନୂଆ ବର୍ଷର ପ୍ରଥମ ଦିନରେ ଆସିଛି ଖୁସି ଖବର। ସ୍ତ୍ରୀ…

ରୋହିତ ଉପଅଧିନାୟକ

ନୂଆଦିଲ୍ଲୀ, ୨।୧(ପି.ଟି.)- ସିନିୟର ଓପନର ରୋହିତ ଶର୍ମା କ୍ୟାରିୟରରେ ପ୍ରଥମଥରପାଇଁ ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଉପଅଧିନାୟକ ମନୋନୀତ ହୋଇଛନ୍ତି। ଚେତେଶ୍ୱର ପୂଜାରାଙ୍କ ସ୍ଥାନରେ ରୋହିତଙ୍କୁ ଏହି…

ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ: ନଟରାଜନ, ଶାର୍ଦ୍ଦୁଳଙ୍କୁ ସୁଯୋଗ

ମେଲବୋର୍ନ, ୨।୧(ପି.ଟି.)- ଚଳିତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜର ଅବଶିଷ୍ଟ ୨ଟି ମ୍ୟାଚ ପାଇଁ ୟର୍କର ସ୍ପେଶାଲିଷ୍ଟ ଥଙ୍ଗାରାସୁ ନଟରାଜନ ଓ ଶାର୍ଦ୍ଦୁଳ ଠାକୁରଙ୍କୁ ସୁଯୋଗ ମିଳିଛି।…

ଭାରତୀୟ ବୋଲରଙ୍କ ଜାଲରେ କେତେଥର ଫସିଛୁ: ଲାବୁସ୍କାନ

ମେଲବୋର୍ନ,୨।୧(ପି.ଟି.): ଗତ ଦୁଇଟି ଟେଷ୍ଟରେ ଆମେ ଭାରତୀୟ ବୋଲରଙ୍କ ଜାଲରେ କେତେଥର ଫସିଛୁ ବୋଲି ଅଷ୍ଟ୍ରେଲିଆ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନ ସ୍ବୀକାର କରିଛନ୍ତି। ଭାରତୀୟ ବୋଲରମାନେ…

ନୂଆବର୍ଷ: ପ୍ରଶଂସକଙ୍କୁ କୋହଲି, ଅନୁଷ୍କାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନୂଆବର୍ଷ ପାଇଁ ପ୍ରଶଂସକଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନ…