ଜୁନାଗଡ, ୩୦।୧୨ (ଡି.ଏନ.ଏ.): ଚାଷୀଙ୍କୁ ଟୋକନ ମିଳିଛି। ଧାନ ମଧ୍ୟ ଆଣି ମଣ୍ଡିରେ ରଖିଛନ୍ତି। ହେଲେ ଟାର୍ଗେଟ ଅଭାବରୁ ଧାନ ଉଠାଣ ହେଉ ନ ଥିବାରୁ ଗତ ୧୦…
ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକିସ୍ତାନ ପକ୍ଷରୁ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି।…
ମେଲବୋର୍ନ,୨୯।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍ରେ ଭାରତୀୟ ଦଳ ୮ ଉଇକେଟ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ସିରିଜ୍ ୧-୧ ବରାବର ରହିଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ…
ଧର୍ମଗଡ଼,୩୦।୧୨(ଡି.ଏନ୍.ଏ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ତାଙ୍କ ଧର୍ମଗଡ଼ସ୍ଥିତ ବାସଭବନ ଓ ଜୁନାଗଡ଼…
ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରଶଂସକମାନେ ମଧ୍ୟ ତାଙ୍କ ମଜାଳିଆ ଏବଂ ପ୍ରେରଣାଦାୟକ ପୋଷ୍ଟକୁ ଉତ୍ସାହର ସହିତ ଅପେକ୍ଷା କରନ୍ତି। ଅମିତାଭ…
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶୋକ…
କାଏରୋ,୩୦।୧୨: ବିଭିନ୍ନ ପ୍ରକାର ମସାଜ ସମ୍ପର୍କରେ ଜଣାଅଛି। ତେବେ ପିଠି ଏବଂ ମୁହଁରେ ସାପକୁ ଛାଡ଼ି ମସାଜ୍ କରିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ।…
ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ…
ଓ୍ବାଶିଂଟନ,୩୦।୧୨: ବ୍ରିଟେନ୍ରୁ ଆରମ୍ଭ ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ଆମେରିକାରେ ପହଞ୍ଚିଛି। କୋଲୋରାଡୋରେ ଜଣେ ୨୦ ବର୍ଷ ବୟସ୍କ ଯୁବକଙ୍କ ନମୁନା ପରୀକ୍ଷା ସମୟରେ ନୂଆ…
ଟରୋଣ୍ଟୋ,୩୦।୧୨: ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କୁ ସମର୍ଥନ ବିଦେଶରୁ ମଧ୍ୟ ମିଳିବାରେ ଲାଗିଛି। ଏହି ସମର୍ଥନ ତାଲିକାରେ ବ୍ରିଟେନ୍ ଏବଂ କାନାଡ଼ା ଶୀର୍ଷରେ ରହିଛନ୍ତି। ଭାରତୀୟ ବଂଶୋଭବ…