‘ସବୁ ବ୍ୟକ୍ତି ଭିତରେ କବି ସତ୍ତାଟିଏ ରହିଛି’

ବଲାଙ୍ଗୀର ଅଫିସ, ୨୮ା୧୨: କଥାଶିଳ୍ପୀ ଡା. ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ ଉନ୍ମୋଚିତ ହୋଇଛି ା ବଲାଙ୍ଗୀର ପୂଜ୍ୟପୂଜା ସଙ୍ଗଠନ ପକ୍ଷରୁ…

ନମିତାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ମହିଳା ହକି ତାରକା ନମିତା ଟପ୍ପୋ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇଛନ୍ତି। ୨୦୧୮ ଏପ୍ରିଲରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ…

ୟୁପି ଛାଡ଼ୁଛନ୍ତି ପ୍ରେମୀଯୁଗଳ

ବରେଲି,୨୮ା୧୨: ଉତ୍ତରପ୍ରଦେଶରେ ଧର୍ମାନ୍ତରୀକରଣ ବା ‘ଲଭ ଜିହାଦ୍‌’ ଆଇନ ପ୍ରଚଳନ ପରେ ଅଲଗା ଧର୍ମର ପ୍ରେମୀଯୁଗଳଙ୍କୁ ଘାରିଛି ଗିରଫଦାରୀ ଭୟ। ଉଭୟ ଝିଅ ଓ ପୁଅ ସେମାନଙ୍କ…

‘ଅନ୍ତର୍ଧ୍ୱନି’କୁ ୨ ପୁରସ୍କାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାଂଲାଦେଶର ଢାକାଠାରେ ଆୟୋଜିତ ସିନେ ମେକିଙ୍ଗ୍‌ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ୱନି’କୁ ୨ଟି ପୁରସ୍କାର ମିଳିଛି। ଚଳଚ୍ଚିତ୍ରର ନାୟିକା ସ୍ବପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ ଅଭିନେତ୍ରୀ…

୧୧ ଦେଶକୁ ବ୍ୟାପିଲାଣି ନୂଆ ଷ୍ଟ୍ରେନ୍‌

ଲଣ୍ଡନ, ୨୮।୧୨ : ଇଂଲଣ୍ଡରେ ପ୍ରଥମେ ଦେଖାଦେଇଥିବା କରୋନା ଭୂତାଣୁର ନୂଆ ରୂପ ଏବେ ଅନ୍ୟ ୧୧ଟି ଦେଶକୁ ବ୍ୟାପିସାରିଲାଣି। ସଂକ୍ରମଣ ରୋକିବାକୁ ସମସ୍ତ ଉଦ୍ୟମ ସତ୍ତ୍ୱେ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ସମାରୋହରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କର୍ମକର୍ତ୍ତାମାନେ…

ପାଲାନିସ୍ବାମୀ ହେବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୨୮।୧୨(ପି.ଟି.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଗୋଟିଏ ପରେ ଗୋଟିଏ ଦଳ ଏନ୍‌ଡିଏ ଛାଡ଼ୁଥିବାବେଳେ ତାମିଲନାଡ଼ୁର ଶାସକ ଦଳ ଏଆଇଏଡିଏମ୍‌କେ ଆଗାମୀ ବିଧାନସଭା ନିର୍ବାଚନ…

ରିମାଣ୍ଡ ନୋହିଲା, ଆଜି ଆସିବେ ସର୍ବେଶ୍ୱର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ରବିବାରଠାରୁ ୨ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ। ହେଲେ କାଗଜପତ୍ରଜନିତ କିଛି ସମସ୍ୟା…

ମମତାଙ୍କୁ ଅଙ୍ଗୁଳି ଉଠାଇଲା ସିବିଆଇ

ନୂଆଦିଲ୍ଲୀ, ୨୮।୧୨ (ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ଆଉ ଚାରିମାସ ବାକି ଥିବାବେଳେ ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସିବିଆଇର ନୂଆ ଖୁଲାସା ମମତା ବାନାର୍ଜୀ ସରକାରଙ୍କ…

କେରଳ ବ୍ଳାଷ୍ଟର୍ସର ପ୍ରଥମ ବିଜୟ

ବାମ୍ବୋଲିମ (ଗୋଆ),୨୮ା୧୨: ସ୍ଥାନୀୟ ଜିଏମ୍‌ସି ଆଥଲେଟିକ୍‌ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହିରୋ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଏକ ମ୍ୟାଚରେ କେରଳ ବ୍ଳାଷ୍ଟର୍ସ ୨-୦ ଗୋଲରେ ହାଇଦ୍ରାବାଦକୁ…