ନୟାଗଡ଼ ଅଫିସ,୨୮ା୧୨: ପୋଲିସ ପରି ଏସ୍ଆଇଟି ତଦନ୍ତ ଚାପରେ ଚେପା ହୋଇପଡ଼ିଛି। ପରୀ ମା’ବାପାଙ୍କ ଅଭିଯୋଗକୁ ଏସ୍ଆଇଟି ଅଣଦେଖା କରୁଥିବା ଅଭିଯୋଗ ହେଉଛି। ପରୀ ହତ୍ୟାକାଣ୍ଡ ନେଇ…
ନୂଆଦିଲ୍ଲୀ, ୨୮।୧୨: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ମାସେ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କୀ ବାତ୍’ ରେଡିଓ…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ନକଲି ଓ ଅପମିଶ୍ରତି ସାମଗ୍ରୀରେ ହବ୍ ପାଲଟିଛି ଓଡ଼ିଶା। ଅସଲି ବ୍ରାଣ୍ଡରେ ବିକ୍ରି ହେଉଛି ନକଲି ସାମଗ୍ରୀ। ଜାଲ୍ ନୋଟ୍ଠାରୁ ଆରମ୍ଭ କରି ପୂଜା ଓ…
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ସନ୍ଧ୍ୟା ୫ଟା ୩୦ ମିନିଟ୍ରେ ହେବାକୁ ଥିବା ଏହି…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ନିକଟରେ ରାଜ୍ୟ ସରକାର ଭୁବନେଶ୍ୱରର ବରମୁଣ୍ଡା ବସ୍ଷ୍ଟାଣ୍ଡକୁ ଅତ୍ୟାଧୁନିକ ରୂପ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ଘୋଷଣା ପରେ ବରମୁଣ୍ଡା…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇବାବେଳକୁ ପୁଣି ଚିନ୍ତା ବଢ଼ାଇଲାଣି ବ୍ରିଟେନରେ ସୃଷ୍ଟି ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍। ଏହାକୁ ମୁକାବିଲା କରିବା ପାଇଁ ଭାରତ ସରକାର…
ନୂଆଦିଲ୍ଲୀ: ଚଳିତ ବର୍ଷ କରୋନା ମହାମାରୀ କାରଣରୁ ସୁନା ଦର ନେଇ କାହାର ଆକଳନ ନ ଥିଲା। ୨୦୨୧ରେ ଏହି ମୂଲ୍ୟବାନ୍ ଧାତୁ ଦର ଆକାଶଛୁଆଁ ହୋଇପାରେ ବୋଲି…
ଭଦ୍ରକ ଅଫିସ,୨୮ା୧୨: ଦୀର୍ଘ ମାସର କୋଭିଡ୍ କଟକଣା ଯୋଗୁ ଭକ୍ତ ଓ ଭଗବାନ ମଧ୍ୟରେ ସୃଷ୍ଟି ହୋଇଥିବା ଦୂରତା କ୍ରମଶଃ ହ୍ରାସ ପାଇଛି। ଭକ୍ତମାନଙ୍କ ଦୀର୍ଘ ଦିନର…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି। ଥଣ୍ଡାରେ ଥରୁଛି ସାରା ରାଜ୍ୟ। ପାରଦ ଉପରମୁହାଁ ହେବାର ନାଁ ଧରୁନି। ରବିବାର ରାଜ୍ୟର ୧୧ ସହର…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କନ୍ୟା ଭ୍ରୂଣ ହତ୍ୟା ରୋକିବା ଏବଂ ଝିଅମାନଙ୍କୁ ଶିକ୍ଷିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନ କାର୍ଯ୍ୟକାରୀ ହେଉଛି। ସେହିଭଳି…