ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ ସ୍ଥାନରେ…

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ…

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ…

କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ

କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି। ଡିସେମ୍ବର…

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ ମ୍ୟାଚରେ…

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ନିରଞ୍ଜନଙ୍କ…

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି ।…

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ ସେମାନେ…

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ ଏକ…

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଏବେଠାରୁ…