ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର।…

ଚେକଡ୍ୟାମ ଗହିରାରୁ ମିଳିଲା ଶ୍ରମିକଙ୍କ ମୃତଦେହ

ବନ୍ତଳା,୨୮।୧୦(ଡି.ଏନ୍‌.ଏ.): ଅନୁଗୋଳ ଥାନା ଅଧୀନ ନୂଆମୌଜା ପଞ୍ଚାୟତ ସରଧାପୁର ଗ୍ରାମରେ ଥିବା ଭାଲୁଖାଇ ନାଳ ଚେକଡ୍ୟାମ ଗହିରାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ…

ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ…

ଏବେ ଖୋଲିବ ନାହିଁ ସ୍କୁଲ

ନୂଆଦିଲ୍ଲୀ,୨୮ ।୧୦: ଦୀର୍ଘ ପ୍ରାୟ ୬ ମାସ ହେବ ରାଜଧାନୀ ଦିଲ୍ଲୀରେ ସ୍କୁଲ ବନ୍ଦ ରହିଛି । ଆଶା କରାଯାଉଥିଲା କି ଦୂର୍ଗାପୂଜା ପରେ ହୁଏତ ସ୍କୁଲ…

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ,…

ପାଇଲଟ୍‌ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି। ମଧ୍ୟ…

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର…

ମାତ୍ର ୧୫ ମିନିଟ୍‌ରେ କରୋନାକୁ ହରାଇଥିଲେ ପୁଅ: ଟ୍ରମ୍ପ

ନ୍ୟୁୟର୍କ,୨୮।୧୦: ଆସନ୍ତା ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଚାର ଜୋରଦାର ଚାଲିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ରାଲିରେ…

ରାହୁଲଙ୍କ ଟୁଇଟ୍‌କୁ ନେଇ ଉଠିଲା ଝଡ଼

ନୂଆଦିଲ୍ଲୀ,୨୮ ।୧୦: ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟ୍ରାୟ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଥିବା ବେଳେ ଏବେବି କମିନି ରାଜନୈତିକ ଉଷ୍ମତା । ନିର୍ବାଚନକୁ ନେଇ କଂଗ୍ରେସର…

ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ

ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍‌’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ ଶର୍ମା…