ଇସ୍ରାଏଲ୍‌ରେ ରାଜନୈତିକ ସଙ୍କଟ: ୨ ବର୍ଷରେ ଚତୁର୍ଥ ଥର ପାଇଁ ନିର୍ବାଚନ ମୁହାଁ ଦେଶ

ଜେରୁଜେଲମ୍‌,୨୩।୧୨: ଇସ୍ରାଏଲ୍‌ରେ ଏବେ ରାଜନୈତିକ ସଙ୍କଟ ବଢ଼ିବାରେ ଲାଗିଛି। ଦେଶର ସଂସଦକୁ ଭଙ୍ଗ କରି ଦିଆଯାଇଛି। ଫଳରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ଦେଶ…

ଜାତୀୟ ରାଜପଥରେ ବେଆଇନ ହମ୍ପ୍‌ସ: ୪ ଘଣ୍ଟା ଅଟକିଲା ହଜାର ହଜାର ଗାଡ଼ି

ଭଦ୍ରକ ଅଫିସ, ୨୩।୧୨: ଭଦ୍ରକ ଜିଲା ୧୬. ନଂ ଜାତୀୟ ରାଜପଥର ରାଣୀତାଲ ନିକଟରେ ଏକ ହାଇଓ୍ବା ଗାଡି ଯାନ୍ତ୍ରିକ ତ୍ରୁଟି କାରଣରୁ ରାତି ୩ରୁ ସକାଳ…

ଗ୍ୟାସ୍‌ ଲିକ୍‌: ୨ ଅଫିସର ମୃତ, ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ

ପ୍ରୟାଗରାଜ,୨୩।୧୨: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଫୁଲପୁର ଇଫ୍‌କୋ କାରଖାନାରୁ ଗ୍ୟାସ୍‌ ଲିକ୍‌ ଘଟଣାରେ ୨ ଜଣ ଅଫିସରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ…

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି…

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି…

ଅଟକିଛି ୧,୫୦୦ ଟ୍ରକ୍‌

ଲଣ୍ଡନ, ୨୩।୧୨: ପରିବହନ କଟକଣା ଲାଗୁ ହେବା ପରେ ବ୍ରିଟେନ୍‌ରେ ଖାଦ୍ୟସଙ୍କଟ ଆଶଙ୍କା କରାଯାଉଛି। ଫ୍ରାନ୍ସ ଯିବାକୁ ଥିବା ୧,୫୦୦ରୁ ଊର୍ଦ୍ଧ୍ୱ ଟ୍ରକ୍‌ ମଙ୍ଗଳବାର ସକାଳେ ବ୍ରିଟେନ୍‌ରେ…

ଗୁପ୍‌କାର ମେଣ୍ଟ ଆଗରେ

ଶ୍ରୀନଗର, ୨୩।୧୨ : ଜମ୍ମୁ-କଶ୍ମୀର ଜିଲା ଉନ୍ନୟନ ପରିଷଦ (ଡିଡିସି) ନିର୍ବାଚନର ଭୋଟ ଗଣନା ମଙ୍ଗଳବାର ଜାରି ରହିଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯାଇ…

୭୧ ଶତକ କରିଥିଲେ ବି ହରଭଜନଙ୍କ ବଲ୍‌କୁ ଖେଳିବାକୁ ଡର ଲାଗୁଥିଲା: ପଣ୍ଟିଂ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆର ପୂର୍ବ ଅଧିନାୟକ ରିକି ପଣ୍ଟିଂ ନିଜର ଅନ୍ତରାଷ୍ଟ୍ରୀୟ କ୍ୟାରିୟରରେ ୭୧ଟି ଶତକ କରିଛନ୍ତି। ତାଙ୍କ ନେତୃତ୍ୱରେ ଦଳ ଦୁଇଥର ଦିନିକିଆ ବିଶ୍ୱକପ୍‌ ଚମ୍ପିଆନ୍‌ ମଧ୍ୟ…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ…

ବ୍ରିଟେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୨୩।୧୨: ଉତ୍ତରପଶ୍ଚିମ ୟୁରୋପରେ କରୋନା ଭୂତାଣୁର ଏକ ନୂଆ ରୂପ ବ୍ୟାପିବା ଫଳରେ ନିକଟରେ ବ୍ରିଟେନ ଯାତ୍ରା କରିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର…