ବଲିଉଡ୍‌ ଅଭିନେତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବଲିଉଡ୍‌ ତଥା ଟିଭି ଅଭିନେତ୍ରୀ ମାଲଭି ମଲହୋତ୍ରାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ,…

ପାଟଣାଗଡ ପୋଲିସ ତରଫରୁ ମିଶନ କ୍ଲିନ ଆରମ୍ଭ

ପାଟଣାଗଡ, ୨୭।୧୦(ଡି.ଏନ୍‌.ଏ.): - ବେଆଇନ ମଦ ମାଫିଆ, ଜୁଆ ସଟ୍ଟା, ଚୋର ଡକାୟତଙ୍କୁ ମିଶନ କ୍ଲିନ ମାଧ୍ୟମରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଜୟାଦଶମୀରୁ ଶପଥ ନେଇଛି…

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମକରି ଶିକ୍ଷକ ଗିରଫ

ପୁରୁଷୋତ୍ତମପୁର, ୨୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ୮ବର୍ଷର ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ବଳାତ୍କାର ଉଦ୍ୟମ କରିଥିବା ନେଇ ଗତ ସୋମବାର ଥାନାରେ…

ସମସ୍ତ ମହିଳା ତଥା ମୋ ମାଆଙ୍କର ଅପମାନ କରିଛନ୍ତି ନୀତୀଶ, ମୋଦିଙ୍କର ଅଛନ୍ତି ୬ ଭାଇ-ଭଉଣୀ: ତେଜସ୍ୱୀ

ପାଟନା,୨୭ ।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି । ହେଲେ ଏହାରି ଭିତରେ ରାଜନୈତିକ ବୟାନବାଜି…

ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍‌

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍‌ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ ଉତ୍ତରପ୍ରଦେଶରେ…

ଦିଲ୍ଲୀ ସ୍ଥାନାନ୍ତର ହେବ ନାହିଁ ହାଥରସ ଗଣବଳାତ୍କାର ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ ।୧୦: ଉତ୍ତରପ୍ରଦେଶର ହାଥରସରେ ଦଳିତ ଯୁବତୀଙ୍କ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଛନ୍ତି ମାମଲାର ଟ୍ରାଏଲ…

ପ୍ରିୟଙ୍କା ମିସ୍‌ ଓ୍ବାର୍ଲ୍ଡ ଜିତିବା ପରେ ତାଙ୍କୁ କୋଳାଗ୍ରତ କରି ଏମିତି କହିଥିଲେ ମା’

ଅଭିନେତ୍ରୀ ତଥା ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ୨୦୦୦ରେ ମିସ ୱାଲର୍‌ଡ ଟାଇଟଲ ହାସଲ କରିଥିଲେ। ଏହା କେବଳ ତାଙ୍କ ପାଇଁ ନୁହେଁ, ସମଗ୍ର ଭାରତ ପାଇଁ…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୭।୧୦: ଆଶ୍ୱିନ ଶୁକ୍ଲପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନ ସିଂହାସନରେ ରାଧାଦାମୋଦର ବେଶରେ ସଜେଇ ହୋଇଛନ୍ତି…

ଏକାଠି ହେଲେ ଭାରତ-ଆମେରିକା

ନୂଆଦିଲ୍ଲୀ,୨୭ ।୧୦: ଭାରତ ଓ ଆମେରିକା ମଧ୍ୟରେ ତୃତୀୟ ଟୁ ପ୍ଲସ ଟୁ ମନ୍ତ୍ରୀ ସ୍ତରୀୟ ବୈଠକ ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ମଙ୍ଗଳବାର ଆରମ୍ଭ ହୋଇଛି ।…

ବର୍ଷର ସବୁଠାରୁ ବଡ଼ ଠକେଇ ସୋନୁ ସୁଦଙ୍କ ସହାୟତା!

ମହାମାରୀ କରୋନା ଯୋଗୁ ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଗରିବ ତଥା ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ପ୍ରକୃତ ହିରୋ…