ପାଟନା,୨୪ ।୧୦: ବିହାର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନ୍ଡିଏର ଜଣେ ପରେ ଜଣେ ଷ୍ଟାର ପ୍ରଚାରକ କରୋନା ସଂକ୍ରମଣ ହେବା ଚିନ୍ତା ବଢାଇ ଦେଇଛି ।…
ବାଙ୍କୀ,୨୪।୮(ଡି.ଏନ୍.ଏ.): କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ଘୋଲପୁର ଆନନ୍ଦ ପାଟଣା ସାହିରେ ପୂର୍ବ ଶତ୍ରୁତାକୁ ନେଇ ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…
ବରଗଡ଼ ଅଫିସ,୨୪।୧୦: ବରଗଡ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢିଚାଲିଛି। ତେବେ ଶନିବାର ପୁଣି ଜଣେ…
ମାଲକାନଗିରି, ୨୪।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲାରୁ ଶନିବାର ୩୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ପୌର ପରିଷଦର ୭,…
ପାଟଣା,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ଉଦୟପୁର ଗ୍ରାମରେ ୩ ଶହ ବର୍ଷର ପ୍ରାଚୀନ ଦୁର୍ଗା ମଣ୍ଡପ ଓ ପାଟଣା ମୁଖ୍ୟାଳୟସ୍ଥିତ ମଣ୍ଡପରେ ମା’…
ବେଙ୍ଗାଲୁରୁ, ୨୪।୧୦: ବେଙ୍ଗାଲୁରୁରେ ପ୍ରବଳ ବର୍ଷା ଜାରି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରାସ୍ତାରେ ଏକ ଲାଲ୍ ରଙ୍ଗର…
ବଲିଉଡ୍ର ପ୍ରସିଦ୍ଧ ରାପର ବାଦଶାହଙ୍କ ଏକ ଫଟୋ ପ୍ରଶଂସକଙ୍କ ଚିନ୍ତା ବଢ଼ାଇଦେଇଛି। ଫଟୋଟିକୁ ବାଦ୍ଶାହ ନିଜେ ନିଜ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫଟୋରେ ତାଙ୍କ…
ପାଟନା, ୨୪।୧୦: ବିହାରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ଏଲ୍ଜେପି ମୁଖ୍ୟ ଚିରାଗ ପାସଓ୍ବାନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଟାର୍ଗେଟ୍ କରିଛନ୍ତି। ଚିରାଗ କହିଛନ୍ତି ବିହାରରେ…
ଜୁନାଗଡ଼,୨୪।୧୦(ଡି.ଏନ୍.ଏ.): ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍)ରେ କଳାହାଣ୍ଡି ଜିଲା ଜୁନାଗଡ଼ ସହରର ଆଦର୍ଶ ସେଠୀ କୃତକାର୍ଯ୍ୟ ହୋଇଛନ୍ତି। ଆଦର୍ଶ ବରଗଡ଼ର ବିକାଶ ରେସିଡେଣ୍ଟାଲରୁ ଦଶମରେ ୯୭…
ନୂଆଦିଲ୍ଲୀ, ୨୪।୧୦: ନେପାଳର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ବୁଦ୍ଧି ଶିଖିଛନ୍ତି। ଚାଇନା ସହିତ ବନ୍ଧୁତା କରିବା ତାଙ୍କୁ ମହଙ୍ଗା ପଡ଼ିଛି। ଭାରତୀୟ ର’ ମୁଖ୍ୟ ସାମନ୍ତ…