ନନ୍ଦନକାନନରେ ୮ ନୂଆ ଅତିଥି

ବାରଙ୍ଗ,୨୧।୧୨(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ରବିବାର ରାତି ୯ଟାରେ ନୂଆ ଅତିଥି ଆସିଛନ୍ତି। ଚଳିତବର୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଇନ୍ଦୋରର କମଳା ନେହୁରୁ ପ୍ରାଣୀ ସଂଗ୍ରାହଳୟରୁ ୨ଟି ମାଈ…

ମହାପ୍ରଭୁଙ୍କ ଜମି ନିଜ ନାଁରେ କରୁଛନ୍ତି ସରକାର

ପୁରୀ ଅଫିସ,୨୧।୧୨: ମଠ ସମ୍ପତ୍ତିର ମାଲିକ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ହେଲେ ଜଗନ୍ନାଥ ସମ୍ପତ୍ତିର ମାଲିକ କିଏ? ରାଜ୍ୟ ସରକାର ଜଗନ୍ନାଥ ସମ୍ପତ୍ତିକୁ ଶାଗମାଛ ଦରରେ ବିକିବା…

ଭିତିରି ବୁଝାମଣାର ଅନ୍ତ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହେବାର ବର୍ଷେ ୭ ମାସ ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡିର ବରିଷ୍ଠ ନେତାମାନେ କେନ୍ଦ୍ରର…

୨୦ ବର୍ଷରେ ଘରେ ନ ଜଣାଇ ମୁମ୍ବାଇ ପଳାଇ ଆସିଥିଲେ ଏହି ଅଭିନେତ୍ରୀ

‘ୟେ ରିସ୍ତା କ୍ୟା କେହେଲାତା ହୈ’ ର ଅକ୍ଷରା ନାମରେ ପରିଚିତ ହିନା ଖାନ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ଜୀବନ ବିଷୟରେ କହିଛନ୍ତି। ହିନା ତାଙ୍କ…

ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍‌.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା ସୁଦ୍ଧା…

ଅସମ୍ଭାଳ ଶୀତ, ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରବଳ ଶୀତ ଲହରି ଜାରିରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା…

ମୁହଁ ଫେରାଉଛନ୍ତି ଚାଷୀ

ଭୁବନେଶ୍ୱର,୨୧।୧୨: କୃଷି ସାମଗ୍ରୀର ବଜାର ଅଭାବ, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଶୀତଳ ଭଣ୍ଡାରର ଅଭାବ, କୃଷିଯନ୍ତ୍ର ଓ ବୈଷୟିକ ସହାୟତାର ଅଭାବ, ସର୍ବନିମ୍ନ ସହାୟକ ମୂଲ୍ୟରେ କୃଷିଜାତ…

ପାକିସ୍ତାନକୁ ୯ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ

ହାମିଲ୍‌ଟନ, ୨୧ା୧୨ (ଏପି)-ସ୍ଥାନୀୟ ସେଡନ ପାର୍କଠାରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ୯ ଉଇକେଟରେ ବିଜୟ ଲାଭ କରିଛି। ଓପନର ଟିମ୍‌…

ତୃତୀୟ, ଚତୁର୍ଥ ଟେଷ୍ଟ ଭେନ୍ୟୁ ଅଦଳବଦଳ ସମ୍ଭାବନା

ଆଡିଲେଡ୍‌,୨୧।୧୨(ପି.ଟି.): ସିଡ୍‌ନୀରେ କୋଭିଡ୍‌-୧୯ ମହାମାରୀ ପ୍ରକୋପ ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବୃଦ୍ଧି ଘଟିଛି। ଫଳରେ ତୃତୀୟ ଓ ଚତୁର୍ଥ ଟେଷ୍ଟର ଭେନ୍ୟୁରେ ଅଦଳବଦଳ କରିବାକୁ ଅଷ୍ଟ୍ରେଲିଆ…

ଅଲ୍‌ଭାରେଜଙ୍କୁ ସୁପର-ମିଡିଲଓ୍ବେଟ୍‌ ଟାଇଟଲ

ସାନ୍‌ ଆଣ୍ଟୋନିଓ, ୨୧ା୧୨ (ଏପି): ଅଲାମୋଡମଠାରେ ପୂର୍ବରୁ ଅପରାଜିତ ରହିଥିବା କାଲମ ସ୍ମିଥ୍‌ଙ୍କୁ ପରାସ୍ତ କରି ମେକ୍ସିକୋ ବକ୍ସର କାନେଲୋ ଅଲ୍‌ଭାରେଜ ଡବ୍ଲ୍ୟୁବିଏ ଓ ରିଙ୍ଗ୍‌ ସୁପର…