ବିବାହ ବନ୍ଧନରେ ଭାରତୀୟ ହକି ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୭।୧୨: ଆସନ୍ତା ବର୍ଷ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ପ୍ରସ୍ତୁତି କରୁଥିବା ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରିତ ସିଂହ ବିବାହ କରିଛନ୍ତି। ସେ ଜଲନ୍ଧରର…

ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍‌ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି…

ବ୍ରେକ୍‌ଅପ୍‌କୁ ମାସେ ପୁରିନି, ନୂଆ ପ୍ରେମିକଙ୍କୁ ନେଇ ଚର୍ଚ୍ଚାରେ ଟାଇଗରଙ୍କ ଭଉଣୀ

ବମ୍ବେ: କେତେବେଳେ ପ୍ରେମ ତ କେତେବେଳେ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଭଉଣୀ କ୍ରିଷ୍ଣା। ନଭେମ୍ବରରେ ସେ ପ୍ରେମିକ ଏବନ ହାୟମ୍ସଙ୍କ…

ପିତାଙ୍କ ଚାକିରିରେ ବିବାହିତା କନ୍ୟାଙ୍କର ବି ରହିବ ଅଧିକାର: ହାଇକୋର୍ଟ

ବେଙ୍ଗାଲୁରୁ,୧୭।୧୨: ଏଣିକି ପିତାଙ୍କ ଚାକିରିରେ ବି ବିବାହିତା କନ୍ୟାଙ୍କର ବି ଅଧିକାର ରହିବ। ଆବଶ୍ୟକସ୍ଥଳେ ସେ ପିତାଙ୍କ ଅନ୍ତେ ନିଯୁକ୍ତି ପାଇପାରିବେ। ଏସମ୍ପର୍କିତ ଏକ ମାମଲାର ବିଚାର…

୧୦ ଓଭରରେ ଆସିଲା ପ୍ରଥମ ଚୌକା

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ ଆଡିଲେଡରେ ଖେଳା ଯାଉଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଝଟକା…

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ…

ଏହି କାରଣରୁ ମାଛମାଂସ ଛାଡିଦେଇଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ରେ ମଧ୍ୟ ସେ…

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ କ୍ଷମତା…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର କମ୍ପ୍ୟୁଟର ଖତ ଖାଉଛି

ଖଣ୍ଡପଡା,୧୭।୧୨ (ସ୍ବ.ପ୍ର.):କମ୍ପ୍ୟୁଟର ଶିକ୍ଷା ମାଧ୍ୟମରେ ହାଇସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ୨୦୧୩ରେ କେନ୍ଦ୍ର ଓ ରାଜ୍ୟ ସରକାର ଇ-ବିଦ୍ୟାଳୟ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ ପ୍ରତି…

ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ କୌଶଳ…