ସାବଧାନ ନ ହେଲେ ହଇରାଣ ହେବା

ଭୁବନେଶ୍ୱର, ୨୧ା୧୦(ବ୍ୟୁରୋ): ଆଗକୁ ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି। ସଚେତନ ନ ରହିଲେ ପରିସ୍ଥିତି ପୁଣି ବିଗିଡ଼ିଯିବ। କେରଳ ଓ ପାଶ୍ଚାତ୍ୟ ଦେଶ ଭଳି ପୁଣି ସଂକ୍ରମଣ…

କରୋନାକୁ ହରାଇବା ପରେ ଡେଙ୍ଗୁରେ ଆକ୍ରାନ୍ତ ହେଲେ ଏହି ଲୋକପ୍ରିୟ କଳାକାର ଦମ୍ପତି

ରୋଡିଡ୍‌ ଷ୍ଟାର ପ୍ରିନ୍ସ ନରୁଲା ଏବଂ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ଯୁବିକା ଚୌଧୁରୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିକଟରେ…

ସାଇକ୍ଲିଷ୍ଟ ଗାଭିରିଆଙ୍କୁ କରୋନା

ମିଲାନ, ୨୧ା୧୦ (ଏପି)- କରୋନା ଟେଷ୍ଟରେ କଲମ୍ବିଆନ ସାଇକ୍ଲିଷ୍ଟ ଫର୍ନାଣ୍ଡୋ ଗାଭିରିଆଙ୍କର ପଜିଟିଭ ଆସିଛି। ସେ ତୁରନ୍ତ ଗିରୋ ଡି’ଇଟାଲିଆ ସାଇକ୍ଲିଂ ରେସ୍‌ରୁ ଓହରିଯାଇଛନ୍ତି। ରବିବାର ଓ…

ପାକିସ୍ତାନ ଟୁର୍‌ରୁ ଓହରିଲେ ରାଜପୁତ

କରାଚୀ, ୨୧ା୧୦ (ପି.ଟି.)-ଜିମ୍ବାଓ୍ବେ କ୍ରିକେଟ କୋଚ୍‌ ଲାଲଚାନ୍ଦ ରାଜପୁତ ଦଳ ସହିତ ପାକିସ୍ତାନ ଟୁର୍‌ରେ ସାମିଲ ହୋଇପାରିବେ ନାହିଁ। ସୀମିତ ଓଭର ସିରିଜରୁ ବାଦ୍‌ ଦେବାକୁ ହରାରେସ୍ଥିତ…

ଚେନ୍ନାଇନ୍‌ ଏଫ୍‌ସି ଦଳରେ ସ୍ଲୋଭାକିଆନ ଫରଓ୍ବାର୍ଡ ସିଲ୍‌ଭେଷ୍ଟର

ଚେନ୍ନାଇ, ୨୧ା୧୦ (ପି.ଟି.)-ସ୍ଲୋଭାକିଆନ ସେଣ୍ଟର ଫରଓ୍ବାର୍ଡ ଜାକବ୍‌ ସିଲ୍‌ଭେଷ୍ଟର ଦୁଇଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି। ଟ୍ରାନ୍ସଫର ଫ୍ରି…

ଅହମ୍ମଦାବାଦରେ ଖେଳାଯିବ ଦିବାରାତ୍ର ଟେଷ୍ଟ

କୋଲକାତା, ୨୧ା୧୦ (ପି.ଟି.)- ଆସନ୍ତାବର୍ଷ ପ୍ରଥମ ଭାଗରେ ଇଂଲଣ୍ଡର ଭାରତ ଟୁର୍‌ ବେଳେ ଅହମ୍ମଦାବାଦରେ ଦିବାରାତ୍ର ପିଙ୍କ୍‌ ବଲ ଟେଷ୍ଟ ଖେଳାଯିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ଯତ୍ନ ନେଇପାରୁନି ପ୍ରଶାସନ

ଅନୁଗୋଳ ଅଫିସ, ୨୧।୧୦ -  କୋଭିଡ୍‌-୧୯ର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ଅର୍ଥ ପ୍ରଦାନ କରାଯାଉଛି। ସଂକ୍ରମିତଙ୍କୁ କିପରି ସୁସ୍ଥ କରାଯିବ ସେ ନେଇ ଦୈନିକ ପରାମର୍ଶ…

ଆନନ୍ଦ ଦେବ ଇକୋ କଟେଜ୍‌

ବନ୍ତଳା,୨୧ା୧୦ (ଦିନେଶ ଦେହୁରୀ) - ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ହେଉଛି ନୂଆ ବ୍ୟବସ୍ଥା। ପର୍ଯ୍ୟଟକଙ୍କ ପାଇଁ ପ୍ରସ୍ତୁତ କରାଯାଉଛି ଅତ୍ୟାଧୁନିକ…

ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ: ପଞ୍ଚମ ଦ୍ରୁତ ବୋଲର ସ୍ଥାନ ପାଇଁ ସିରାଜ, ଶାର୍ଦ୍ଦୁଳ ପ୍ରତିଦ୍ୱନ୍ଦ୍ୱୀ

ନୂଆଦିଲ୍ଲୀ,୨୧।୧୦(ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ଟେଷ୍ଟ ସିରିଜ ଲାଗି ଦଳ ଘୋଷଣା କରିବାକୁ ଚୟନକର୍ତ୍ତାମାନେ ଦ୍ୱନ୍ଦ୍ୱରେ ପଡିବେ। ଦଳରେ ପଞ୍ଚମ ଦ୍ରୁତ ବୋଲର ସ୍ଥାନ ପାଇଁ ଏବେ…

ବାଙ୍ଗାଲୋର ବିପକ୍ଷରେ ତ୍ରୁଟି ସୁଧାରିବା ଲକ୍ଷ୍ୟରେ କୋଲକାତା

ଆବୁଧାବି,୨୧।୧୦(ପି.ଟି.): କୋଲକାତା ନାଇଟ୍‌ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବୁଧବାର ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୯ତମ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ସ୍ଥାନୀୟ ଶେଖ…