ଇଣ୍ଡିଆନ ବ୍ୟାଙ୍କରୁ ଠକେଇ କରିଛି ଆଇଏଫ୍‌ଆଇଏନ୍‌

ଚେନ୍ନାଇ: ରାଷ୍ଟ୍ରାୟତ୍ତ ଇଣ୍ଡିଆନ ବ୍ୟାଙ୍କ ଆଇଏଲ୍‌ ଆଣ୍ଡ ଏଫ୍‌ଏସ୍‌ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଆଇଏଫ୍‌ଆଇଏନ୍‌) ଆକାଉଣ୍ଟରୁ ଠକେଇ ନେଇ ଘୋଷଣା କରିଛି। ଏହି କମ୍ପାନୀର ଆକାଉଣ୍ଟ ବର୍ତ୍ତମାନ ଏନ୍‌ପିଏ…

ଚାଇନା ଟେଲିକମ୍‌ ଯନ୍ତ୍ରାଂଶ ଉପରେ କଟକଣା ଲାଗିପାରେ

ନୂଆଦିଲ୍ଲୀ: ଗଲ୍‌ଓ୍ବାନ ଘାଟିରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ଚାଇନା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଜାରି ରଖିଛି। ଏହି ଦିଗରେ ସରକାର ପୁଣି…

୩,୫୦୦ କୋଟିର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ୩,୫୦୦ କୋଟି ଟଙ୍କାର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଚିନି ମିଲ୍‌ଗୁଡିକୁ ଏହି ସବ୍‌ସିଡି ପ୍ରଦାନ କରାଯିବାର ଯୋଜନା…

ଶାସକ ଏଲ୍‌ଡିଏଫ୍‌ ବିଜୟୀ

ଥିରୁଭାନନ୍ଥପୁରମ୍‌, ୧୭।୧୨: କେରଳ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନରେ ଶାସକ ବାମ ଗଣତାନ୍ତ୍ରିକ ସାମ୍ମୁଖ୍ୟ (ଏଲ୍‌ଡିଏଫ୍‌) ବହୁ ଆଗରେ ରହି ବଡ଼ ବିଜୟ ହାସଲ କରିବାକୁ…

୪୦୩ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ବୁଧବାର ଭଲ କାରବାର କରିବାକୁ ସକ୍ଷମ ହୋଇଛି। କୋଭିଡ୍‌ ଭାକ୍ସିନ ଆସିବାକୁ ଥିବାରୁ ନିବେଶକଙ୍କ ମନୋଭାବ ଦୃଢ ରହିଛି। ଫଳରେ…

୧୩୧ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ…

କ୍ୟାପିଟଲ୍‌ ବିଲ୍ଡିଂ ବାହାରେ ଶପଥ ନେବେ ବାଇଡେନ୍‌

ଓ୍ବାଶିଂଟନ, ୧୭।୧୨:ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଉପରାଷ୍ଟ୍ରପତି କମଲା ହାରିସ୍‌ ଜାନୁୟାରୀ ୨୦ରେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। କୋଭିଡ୍‌-୧୯ କଟକଣା…

ନିଜ ଗୁଳିରେ ଟଳିଲେ ଶିଖ୍‌ ପୂଜକ

ନୂଆଦିଲ୍ଲୀ, ୧୭ା୧୨: କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ସିଂଘୁ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସଂଘର୍ଷ ଓ ଦୁର୍ଦ୍ଦଶାରେ ମର୍ମାହତ ହୋଇ ଜଣେ ଶିଖ୍‌ ପୂଜକ ବୁଧବାର…

୪ ବିଲିୟନ ଡଲାର ଦାନ କଲେ ସ୍କଟ

ଓ୍ବାଶିଂଟନ୍‌, ୧୭ା୧୨: ଇ-କମର୍ସ କମ୍ପାନୀ ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ପୂର୍ବତନ ପତ୍ନୀ ମାକ୍‌ କେନ୍‌ଜି ସ୍କଟ ରିଲିଫ୍‌ ଫଣ୍ଡ ସହ ଅନ୍ୟାନ୍ୟ ଜରୁରିକାଳୀନ ସହାୟତା ନିମନ୍ତେ…

ଅଟୋ ଶିଳ୍ପରେ ଚାକିରି ହରାଇଛନ୍ତି ୩.୪୫ ଲକ୍ଷ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏହାଦ୍ୱାରା ଦେଶର ଅଟୋମୋବାଇଲ ଶିଳ୍ପରେ ୩.୪୫ ଲକ୍ଷ ନିଯୁକ୍ତି ହରାଇଛନ୍ତି। ସେହିଭଳି…