ଜଳନ୍ଧର,୧୭।୧୨: ଭାରତୀୟ ହକି ଅଧିନାୟକ ମନପ୍ରୀତ୍ ସିଂ ଦୀର୍ଘଦିନର ବାନ୍ଧବୀ ମାଲେସିଆର ଇଲି ନଜବା ସିଦ୍ଧିକିଙ୍କୁ ବିବାହ କରିଛନ୍ତି। ଗତ ୯ ବର୍ଷ ହେବ ଦୁହିଁଙ୍କ ମଧ୍ୟରେ…
ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ କ୍ରିକେଟ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ଆଡିଲେଡରେ ଦିବାରାତ୍ର ବିଶିଷ୍ଟ…
ଯାଜପୁର ଅଫିସ,୧୭।୧୨ :ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଛି। ମାତ୍ର ଅପହରଣର ୧୦ ଦିନ ପରେ ବି ପୋଲିସ ତାଙ୍କୁ…
ଭୁବନେଶ୍ୱର,(ବ୍ୟୁରୋ)/ହିଞ୍ଜିଳିକାଟୁ(ଡି.ଏନ୍.ଏ.)୧୭।୧୨ : ସାମ୍ବିଧାନିକ ଲକ୍ଷ୍ୟ ପୂରଣ କରିବା ସହିତ ନାଗରିକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟଗତ ଅଧିକାର ହେଉଛି ମୌଳିକ ଅଧିକାର।…
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୧୭।୧୨ (ଡି.ଏନ୍.ଏ.):ବ୍ରାହ୍ମଣୀ ଓ ଖରସ୍ରୋତାର ମଧୁର ଜଳ ପରିମାଣ କମୁଛି। ମୌସୁମୀ ସମୟରେ ଭିତରକନିକାର ହେନ୍ତାଳ ବଣ ପାଇଁ ୭୦ ପ୍ରତିଶତ ଜଳ ଆବଶ୍ୟକ…
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ବୁଧବାର କ୍ରାଇମବ୍ରାଞ୍ଚ ତାଙ୍କୁ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ…
କଟକ ଅଫିସ, ୧୭।୧୨ :କଟକରେ ପୁଣି ଏକ ନକଲି କାରଖାନା ଠାବ ହୋଇଛି। ବୁଧବାର ପୋଲିସ ଜଗତପୁର ତଳବଣିଆସ୍ଥିତ ନକଲି ଗୁଟ୍ଖା କାରଖାନା ଉପରେ ଚଢ଼ାଉ କରି…
ବିନିକା,୧୭ା୧୨(ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗ୍ରାପ ଖଇରମାଳ ଗ୍ରାମ ହରିଶଙ୍କର ଯୁବକ ସଂଘ ଆନୁକୂଲ୍ୟରେ ଚାଲିଥିବା ପଞ୍ଚାୟତସ୍ତରୀୟ ଫୁଟବଲ୍ କପ୍ର ଦ୍ୱିତୀୟ ଦିବସ ମ୍ୟାଚ୍ ବୁଧବାର…
ଘଣ୍ଟାପଡା,୧୭।୧୨ (ଡି.ଏନ୍.ଏ):ଗିନିଜ୍ ବୁକ୍ ଅଫ୍ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଆମ୍ବଗାଁର ୩୦ ବର୍ଷୀୟ ଯୁବ ଗବେଷକ ଜୟରାମ ରଣା। ଜୈବ…
ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ତଥା ଦାନଗଦି ଓ ସୁକିନ୍ଦା ବ୍ଲକରେ ଶିଳ୍ପ ଗଢ଼ିଉଠିଲେ ବିକାଶର ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ…