ଶାହାରୁଖଙ୍କୁ ମିଳିଥିଲା ଫିଲ୍ମ ‘ଅନ୍ତିମ’ର ଫାଷ୍ଟ ଅଫର

ମୁମ୍ବାଇ, ୧୬।୧୨-  କିଛି ଦିନ ତଳେ ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ଆଗମୀ ଫିଲ୍ମ ‘ଅନ୍ତିମ’ର ଫାଷ୍ଟ ଲୁକ ପୋଷ୍ଟର ସାମ୍ନାକୁ ଆସିଥିଲା। ଏଥିରେ ଭାଇଜାନ ପ୍ରଥମ…

ଇଣ୍ଡିଆନ ସୁପରଲିଗ୍‌: ଦ୍ୱିତୀୟକୁ ଉଠିଲା ଏଟିକେ ମୋହନବାଗାନ

ଫତୋର୍ଦା, ୧୬।୧୨- ରୟ କ୍ରିଷ୍ଣାଙ୍କ ବିଳମ୍ବିତ ଗୋଲ ପୁଣିଥରେ ଏଟିକେ ମୋହନବାଗାନକୁ ଫାଇଦାରେ ରଖିଛି। କ୍ରିଷ୍ଣାଙ୍କ ପେନାଲ୍ଟି ଗୋଲ ବଳରେ ଏଟିକେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌…

ରାଜ୍ୟରେ ସୁସ୍ଥ ହେଲେ ୩୫୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୫୮ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୩ ଜଣ। ସୁନ୍ଦରଗଡ଼ରୁ ୩୬, ଅନୁଗୁଳରୁ ୨୯,…

କୃଷକଙ୍କ ଆନ୍ଦୋଳନ ସ୍ଥଳରେ ଶିଖ ଗୁରୁଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୬।୧୨: ଦେଶର ରାଜଧାନୀ ଓ ହରିୟାଣା ସିଙ୍ଗୁ ସୀମାରେ ଚାଲିଥିବା ଆନ୍ଦୋଳନସ୍ଥଳରେ ବୁଧବାର ଜଣେ ଶିଖ ଧର୍ମପ୍ରଚାରକ ଆତ୍ମହତ୍ୟା କରିଛନ୍ତି। ଆନ୍ଦୋଳନରତ କୃଷକଙ୍କୁ ନ୍ୟାୟ ମିଳୁ ନଥିବାରୁ…

କାଳ ସାଜିଲା ସେଲ୍‌ଫି ନିଶା

ପାରଳାଖେମୁଣ୍ଡିି,୧୬।୧୨: ସେଲ୍‌ଫି ନିଶା କେତେ ଯେ ଭୟଙ୍କର ଏଠାରେ ଘଟିଥିବା ଏକ ଘଟଣାରୁ ଜଣାପଡ଼ୁଛି। ପାରଳାଖେମୁଣ୍ଡି ରେଳଷ୍ଟେସନରେ ଛିଡ଼ା ହୋଇଥିବା କୋଭିଡ୍‌ ସ୍ପେଶାଲ ଟ୍ରେନ ଉପରେ ଛିଡ଼ା…

ନୂଆ କମିଟି ଗଠନ କରିବା ସମାଧାନ ନୁହେଁ: କୃଷକ ନେତା

ନୂଆଦିଲ୍ଲୀ, ୧୬।୧୨ : ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନର ସମ୍ପର୍କିତ ଏକ ଆବେଦନର ଶୁଣାଣି କରି ବୁଧବାର ମାନ୍ୟବର ସୁପ୍ରିମକୋର୍ଟ ଏକ ପ୍ୟାନେଲ ଗଠନ କରିବାକୁ…

ଜାନୁୟାରୀ ୩ରେ ଖୋଲିବ ବଳଦେବଜିଉ ମନ୍ଦିର

କେନ୍ଦ୍ରାପଡା ଅଫିସ୍‌,୧୬।୧୨: କରୋନା ସ୍ଥିତିରେ ସୁଧାର ଆସିବା ପରେ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଖୋଲିବାନେଇ ଅନୁମତି ମିଳିଛି। ଏବେ ଅନ୍ୟ ମନ୍ଦିରମାନ ଖୋଲିବା ପାଇଁ ପ୍ରସ୍ତୁତି…

ପ୍ରଧାନ ଶିକ୍ଷକଙ୍କ ନାମରେ ୫ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ହାଇଦ୍ରାବାଦ,୧୬।୧୨ : ଭଦ୍ରାରି କୋଥାଗୁଡେମ ଜିଲ୍ଲାର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସ୍କୁଲର ଦ୍ୱିତୀୟ କ୍ଲାସରେ ପଢ଼ୁଥିବା ୭ରୁ ୧୧…

ଫେବୃଆରୀ ୨୩ରୁ ଆଇଆଇଟି, ଜେଇଇ ମେନ୍ସ ପରୀକ୍ଷା

ନୂଆଦିଲ୍ଲୀ,୧୬।୧୨: ଆଇଆଇଟି ଏବଂ ଜେଇଇ ମେନ୍ସ ୨୦୨୧ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। କେନ୍ଦ୍ର ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୁଧବାର ଏହା ଘୋଷଣା କରିଛନ୍ତି। ସେ…

ବୈଠକ ଅଧାରୁ ପଳାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬।୧୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ସଂସଦ କମିଟି ଆଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରାହୁଲ ଏବଂ ଅନ୍ୟ ଦୁଇ କଂଗ୍ରେସ ନେତା ବୁଧବାର…