ପୋଲିସ ନିଷ୍ଠୁରତା ବିରୋଧରେ ମହିଳାଙ୍କ ବିକ୍ଷୋଭ

ଲାଗୋସ୍‌, ୨୦ା୧୦: ନାଇଜେରିଆର ଲାଗୋସ୍‌ଠାରେ ପୋଲିସ ନିଷ୍ଠୁରତା ବିରୋଧରେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ କରିଛନ୍ତି। ସହସ୍ରାଧିକ ମହିଳା ଦେଶର ବିଭିନ୍ନ ସହରରେ ଏଭଳି ବିକ୍ଷୋଭ ଲାଗି…

୫ରୁ ଯୁକ୍ତ୨ ଅପ୍ସନାଲ ପରୀକ୍ଷା

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ଯୁକ୍ତ୨ ଅପ୍ସନାଲ ପରୀକ୍ଷା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷାର ଯେଉଁ ବିଷୟଗୁଡ଼ିକର…

ଡବ୍ଲ୍ୟୁଏଫ୍‌ପି ସଫଳତା ପଛରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍‌ ଫୁଡ୍‌ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‌ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍‌ପିକୁ ନୋବେଲ…

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କେତେକ ଜିଲାରେ…

ଆଇସିୟୁରେ ଏସି ବ୍ୟବହାର ଯୋଗୁ କରୋନାରେ ଅଧିକ ସଂକ୍ରମିତ ହେଉଛନ୍ତି ଡାକ୍ତର!

ନୂଆଦିଲ୍ଲୀ,୨୦ ।୧୦: କରୋନା ମହାମାରୀ ଏବେ ତା’ର କାୟା ବିସ୍ତାର କରି ଚାଲିଛି । ଆଗକୁ ବିଭିନ୍ନ ପର୍ବପର୍ବାଣୀ ସାଙ୍ଗକୁ ଶୀତଋତୁ ଆସୁଥିବାରୁ କରୋନା ଆହୁରି ବଢିବ…

ପ୍ରଦୂଷଣ ଲୁଚାଇବାକୁ ଫନ୍ଦି

ଯାଜପୁର ଅଫିସ,୨୦।୧୦: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ଓଡ଼ିଶାରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। ଏସ୍‌ପିସିବି…

୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି

କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ…

୭ଦିନରେ ସ୍ପଷ୍ଟୀକରଣ ଦେବେ ସରକାର

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଘରୋଇ ସ୍କୁଲ ଫି’ ଛାଡ଼ ସମ୍ପର୍କିତ ମାମଲାରେ ହାଇକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। କେତେକ ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିଶନକୁ…

ଭୁଲିଗଲେ ବର୍ଷା ଜଳ ସଂରକ୍ଷଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ନିଅଣ୍ଟିଆ ବର୍ଷା ଯୋଗୁ ରାଜ୍ୟରେ ଅନେକ ନଦୀ, ନାଳ ଓ ପୋଖରୀ ଉଭେଇ ଗଲେଣି। ସେଥିରୁ ଅଧିକାଂଶ ବର୍ଷା ଦିନେ ମଧ୍ୟ ଶୁଖିଲା ରହୁଛି। ଜଳାଶୟ…

କମଲନାଥଙ୍କ ପରେ ଏବେ ଅଭଦ୍ର ଟିପ୍ପଣି ଦେଇ ଚର୍ଚ୍ଚାରେ ଶିବରାଜଙ୍କ ମନ୍ତ୍ରୀ

ଭୋପାଳ,୨୦ ।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବୟାନ ପରେ ଏବେ ବିବାଦ ଥମିନାହିଁ । କନ୍ତୁ ଏହାରି ଭିତରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ନେତା…