ମଦ ବିକ୍ରି ପ୍ରତିବାଦ ଥାନା ଘେରିଲେ ମହିଳା

ଦେଓଗାଁ,୨୦।୧୦(ଡି.ଏନ.ଏ) ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାଗରପାଲିରେ ବେଆଇନ ଭାବେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି । ଏହାର ପ୍ରତିବାଦରେ ସ୍ଥାନୀୟ ମହିଳାମାନେ ସୋମବାର…

ଆବାସ ପାଇଁ ରାସ୍ତା ବାଧକ

ଭାପୁର, ୨୦।୧୦(ଡି.ଏନ.ଏ.) - ଆବାସ ଯୋଜନାରେ ଘର ତୋଳାହେବ। ଏଥିପାଇଁ ମିଳିଛି କାର୍ଯ୍ୟାଦେଶ। ଟଙ୍କା ବି ମଞ୍ଜୁର ହୋଇସାରିଲାଣି। ହେଲେ ହିତାଧିକାରୀ ଅସହାୟ। ଇଚ୍ଛାଥିଲେ ବି ସେମାନେ…

ପ୍ରଶାସନ ପାଣ୍ଠି ଦେଲେ ସମାଧାନ

ଅନୁଗୋଳ ଅଫିସ, ୨୦।୧୦ ଅନୁଗୋଳ ସହରରେ ବୁଲା ଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସକାଳୁ ରାତିଯାଏ ଏମାନେ ବିଭିନ୍ନ ରାସ୍ତାକୁ କବ୍‌ଜା କରି…

ଗାଁକୁ ମାଡ଼ୁଛି ସୁବର୍ଣ୍ଣରେଖା

ବାରିପଦା ଅଫିସ,୨୦ା୧୦- ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟ ଦେଇ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀ। ଏହି ନଦୀ ମୟୂରଭଞ୍ଜ ଜିଲାର ଦୁଇଟି ବ୍ଲକ ମଧ୍ୟଦେଇ ବହି…

ଏସ୍‌ଏଏନ୍‌ଟି ମିଶାଇଲ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୦-ବାଲେଶ୍ୱର ଚାନ୍ଦିପୁର ଡିଆରଡିଏ ପକ୍ଷରୁ କ୍ଷେପଣାସ୍ତ୍ର ଷ୍ଟାଣ୍ଡ ଅଫ୍‌ ଆଣ୍ଟି ଟ୍ୟାଙ୍କ ମିଶାଇଲ (ଏସ୍‌ଏଏନ୍‌ଟି) ସୋମବାର ପରୀକ୍ଷଣ କରାଯାଇଛି। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି…

ରୟାଲ୍ସକୁ ଜିତାଇଲେ ବଟଲର

ଆବୁଧାବି, ୨୦।୧୦-ବୋଲରଙ୍କ ଚମତ୍କାରିତା ପରେ ଜୋଶ୍‌ ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସକୁ ୭…

ପାକିସ୍ତାନ ଦଳରେ ଯୁବ ବ୍ୟାଟ୍ସମ୍ୟାନ ଶାଫିକ୍‌

କରାଚୀ, ୨୦ା୧୦ (ପି.ଟି.)- ଆସନ୍ତା ମାସରେ ଜିମ୍ବାଓ୍ବେ ବିପକ୍ଷରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ ଏବଂ ଟି୨୦ ସିରିଜ ପାଇଁ ପାକିସ୍ତାନ ୨୨ ଜଣିଆ ସମ୍ଭାବ୍ୟ ଖେଳାଳି…

ରେଞ୍ଜର୍ସ ଏଫ୍‌ସି ତରଫରୁ ଖେଳିଲେ ବାଲା ଦେବୀ

ନୂଆଦିଲ୍ଲୀ, ୨୦ା୧୦ (ପି.ଟି.)-ଭାରତୀୟ ମହିଳା ଫୁଟ୍‌ବଲ ଟିମ୍‌ ଫରଓ୍ବାର୍ଡ ବାଲା ଦେବୀ ସୁଦୂର ସ୍କଟଲାଣ୍ଡରରେ ଖେଳ ପଡ଼ିଆକୁ ଫେରିଛନ୍ତି। ଏହି ଦେଶର ଅନ୍ୟତମ ଅଗ୍ରଣୀ ମହିଳା ଫୁଟ୍‌ବଲ…

ଆଇସିସି ଚେୟାରମ୍ୟାନଶିପ୍‌: ବାର୍‌କ୍ଲେ ଓ ଖ୍ବାଜା ପ୍ରାର୍ଥୀ

ନୂଆଦିଲ୍ଲୀ, ୨୦ା୧୦ (ପି.ଟି.): ଶଶାଙ୍କ ମନୋହରଙ୍କ ସ୍ଥାନରେ ଆଇସିସି (ଅନ୍ତର୍ଜାତୀୟ କ୍ରିକେଟ ପରିଷଦ) ଚେୟାରମ୍ୟାନ ପଦବୀ ପାଇଁ କେବଳ ଦୁଇ ଜଣ ଯଥା ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି)ର…