ସ୍ବାମୀଙ୍କ ପାଇଁ ଖାଦ୍ୟ ପ୍ୟାକ୍‌ କରିବା ପୂର୍ବରୁ ଖାଇଥାନ୍ତି ସ୍ତ୍ରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କଥାରେ ଅଛି, ଖାଇବା ବାଣ୍ଟିବା(ଶେୟାର କଲେ) ଦ୍ୱାରା ଭଲପାଇବା ବଢ଼ିଥାଏ। ଏହାକୁ ନେଇ ଏବେ ଚର୍ଚ୍ଚାରେ ଜଣେ ମହିଳା। ଆମେରିକାର ଟେକ୍ସାସ୍‌ରେ ରୁହନ୍ତି ଟ୍ରେସି ହୋଓ୍ବେଲ ନାମ୍ନୀ…

ଶୀତଦିନେ ଏଥିରୁ ଅଧା ଗ୍ଲାସ…

ସପୁରୀରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଶୀତଦିନେ ସପ୍ତାହରେ ଥରେ ସପୁରୀ ଜୁସ୍‌ ଅଧଗ୍ଲାସେ ପିଇଲେ ବହୁ ଉପକାର ମିଳିଥାଏ। ଏଥିରେ ବ୍ରୋମାଲାଇନ୍‌ ନାମକ ଏଞ୍ଜାଇମ୍‌…

ଆଇଏସ୍‌ଏଲ୍‌: ଇଷ୍ଟବେଙ୍ଗଲକୁ ହରାଇଲା ହାଇଦ୍ରାବାଦ

ଭାସ୍କୋ, ୧୫।୧୨- ସ୍ଥାନୀୟ ତିଳକ ମଇଦାନରେ ମଙ୍ଗଳବାର ଅନୁଷ୍ଠିତ ଏକ କଡ଼ା ଚ୍ୟାଲେଞ୍ଜପୂର୍ଣ୍ଣ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ) ମ୍ୟାଚରେ ହାଇଦ୍ରାବାଦ ଏଫସି ୩-୨ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ…

ରାଜ୍ୟରେ ସୁସ୍ଥ ହେଲେ ୩୯୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୯୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୭୧ ଜଣ। ଖୋର୍ଦ୍ଧାରୁ ୪୬, ଅନୁଗୋଳରୁ ୩୬,…

୧୮ ହଜାର ଟଙ୍କାରେ ବିକ୍ରି ହେଉଛି ଫେକ୍‌ କରୋନା ଭାଇରସ ଭାକ୍‌ସିନ

ବେଙ୍ଗାଲୁରୁ,୧୫।୧୨: କରୋନା ପାଣ୍ଡେମିକ୍‌ ପରିସ୍ଥିତିକୁ ପରାସ୍ତ କରିବାର ଏକମାତ୍ର ଉପାୟ ହେଉଛି ଭାକ୍‌ସିନ। ବିକ୍ରି ପାଇଁ କରୋନା ଟିକା ଉପଲବ୍ଧ ଥିବା ଡାର୍କନେଟରେ ଶହ ଶହ ଡୋମେନ…

ଆସନ୍ତା ୨୦ ବର୍ଷରେ ବିଶ୍ୱର ଶ୍ରେଷ୍ଠ ୩ ଅର୍ଥନୀତିରେ ଅନ୍ତର୍ଭୁକ୍ତ ହେବ ଭାରତ: ଅମ୍ବାନୀ

ନୂଆଦିଲ୍ଲୀ,୧୫।୧୨: ଆସନ୍ତା ୨୦ ବର୍ଷ ମଧ୍ୟରେ ଭାରତ ବିଶ୍ୱର ଶ୍ରେଷ୍ଠ ତିନୋଟି ଅର୍ଥନୀତିରେ ଅନ୍ତର୍ଭୁକ୍ତ ହେବ। ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ସହ ଏକ ଭିଡିଓ ବାର୍ତ୍ତାଳାପରେ…

ଅଷ୍ଟ୍ରେଲିଆ ଗସ୍ତ କଲେ ରୋହିତ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଅଷ୍ଟ୍ରେଲିଆ ଗସ୍ତକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ଆଗାମୀ ଟେଷ୍ଟ…

କାବୁଲ ଉପ ରାଜ୍ୟପାଳଙ୍କୁ ହତ୍ୟା କଲେ ଆତଙ୍କବାଦୀ

କାବୁଲ,୧୫।୧୨: ଆଫଗାନିସ୍ଥାନର ରାଜଧାନୀ କାବୁଲର ଉପ ରାଜ୍ୟପାଳ ଓ ତାଙ୍କ ସହାୟକ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ଏ ନେଇ ଦେଶର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।…

ଶେଷରେ ବାଇଡେନ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ପୁଟିନ୍‌

ଓ୍ବାଶିଂଟନ,୧୫।୧୨: ନଭେମ୍ବର ୩ରେ ହୋଇଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଛନ୍ତି ଜୋ ବାଇଡେନ୍‌। ପପୁଲାର ଭୋଟିଂ ପରେ ଏବେ ଇଲେକ୍ଟୋରାଲ କଲେଜ ଭୋଟିଂର ଫଳାଫଳ…

ଓଡ଼ିଶା: ଆଜିର ଫଟୋ (ଡିସେମ୍ବର ୧୫ , ୨୦୨୦)

ଭୁବନେଶ୍ୱରରେ କୁକୁରକୁ ଗାଡିରେ ବସାଇ ଯାଉଛନ୍ତି ଜଣେ ବ୍ୟକ୍ତି ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲିଭୋଗ କଟକ ବାରବାଟୀ ଷ୍ଟାଡିୟମରେ ଓସିଏ ତରଫରୁ ଟି-୨୦ ଲିଗ୍‍ ଆୟୋଜିତ