ଜଗତ୍ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ…
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର…
ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର…
ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ ଧଉଳି…
ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ…
ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର…
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବର୍ଷାଦିନ ଚାଲିଯିବା ପରେ ଗୋଟିଏ ପରେ ଗୋଟିଏ ଲଘୁଚାପ ରାଜ୍ୟକୁ ଭିଜେଇ ଚାଲିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ…
କୋଲକାତା, ୧୯ା୧୦ (ପି.ଟି.): ଆଇ-ଲିଗ୍ ଚାମ୍ପିୟନ ହେବାର ୭ ମାସ ପରେ ମୋହନବାଗାନକୁ ଶେଷରେ ଟ୍ରଫି ମିଳିଛି। ରବିବାର ଏଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ଦଳକୁ ଏହା…
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍ ଚାହିଦା ଦିନକୁ ଦିନ ବଢୁଛି। ହେଲେ ସେହି ହାରରେ ଉତ୍ପାଦନ ବୃଦ୍ଧି ପାଉନାହିଁ। ତାପଜ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ…
ଅନୁଗୋଳ ଅଫିସ, ୧୯ା୧୦: ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ…