କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ ଆବେଦନ…

ଡାର୍କ ଓ୍ବେବ୍‌ରେ ନକଲି ଟିକା

ନୂଆଦିଲ୍ଲୀ, ୧୫ା୧୨: କୋଭିଡ୍‌-୧୯ ମହାମାରୀରୁ ବର୍ତ୍ତିବା ପାଇଁ ଟିକା ଏକମାତ୍ର ଆଶା ହୋଇଥିବାବେଳେ ଏହାର ଫାଇଦା ଉଠାଉଛନ୍ତି ସାଇବର ଅପରାଧୀ। କୌଣସି ବିଶ୍ୱସ୍ତ ସର୍ଚ୍ଚ ଇଞ୍ଜିନ ଦ୍ୱାରା…

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ…

ସାରା ଦେଶକୁ ବ୍ୟାପିଲା ଆନ୍ଦୋଳନ

ନୂଆଦିଲ୍ଲୀ, ୧୫।୧୨: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀମାନଙ୍କ ଆନ୍ଦୋଳନ ସୋମବାର ୧୯ ଦିନରେ ପହଞ୍ଚତ୍ଥିବାବେଳେ ଏହା ସାରା ଦେଶକୁ ବ୍ୟାପିଛି। କୃଷକ…

ଗାଁ ଦାଣ୍ଡରେ ଖେଳ…‘ନା ବାବା ନା’

ନୟାଗଡ ଅଫିସ,୧୫।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରରେ ୫ ବର୍ଷର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ପରେ ଆଉ ଜଣେ ଶିଶୁକନ୍ୟା ରଣପୁର ଥାନା…

ଇଣ୍ଟିମେଣ୍ଟ ସିନ୍‌କୁ ନେଇ ଅଭିନେତ୍ରୀଙ୍କୁ ମାରିଦେଲେ ସ୍ବାମୀ: ଆଉ ତା ପରେ…

ସାଉଥ୍‌ ଅଭିନେତ୍ରୀ ଭିଜେ ଚିତ୍ରା ଗତ ଡିସେମ୍ବତ ୯ରେ ଆତ୍ମହତ୍ୟା କରିଥିଲେ। ଏକ ହୋଟେଲରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାପରେ ପୋଲିସ ଚିତ୍ରାଙ୍କ ସ୍ବାମୀ…

ଟିକା ପାଇଁ ପଞ୍ଜୀକରଣ ଜରୁରୀ

ନୂଆଦିଲ୍ଲୀ, ୧୫।୧୨: ଦେଶବ୍ୟାପୀ କୋଭିଡ୍‌-୧୯ ଟିକାକରଣ ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି ହୋଇଛି। ଟିକା…

୪ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଇନ୍‌ଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ ବ୍ରାଞ୍ଚ। ଗିରଫ ଅଭିଯୁକ୍ତମାନେ ହେଲେ ଓ-ଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣ ବେହେରାଙ୍କ…

ସୁଶାନ୍ତ ଧଳସାମନ୍ତ ଥିବା ଜେଲ ଭିତର ଫଟୋ ଭାଇରାଲ

ବଲାଙ୍ଗୀର ଅଫିସ,୧୫।୧୨: ୨୦୧୮ ମସିହାରୁ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ବଲାଙ୍ଗୀର ଜିଲା ଜେଲରେ ରହିଛନ୍ତି। ଏବେ ସୁଶାନ୍ତ ଥିବା ଜେଲ ଭିତରର ଫଟୋ ଭାଇରାଲ ହେବା ପରେ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସୋହିନୀ

ଖୋର୍ଦ୍ଧା/ବାଲେଶ୍ୱର ଅଫିସ,୧୫।୧୨: ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ।…