କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା…

୨୦୦ ହେଲାନି, ଏବେ ୨୦୦୦ ଉପରେ ଆଖି: ପୂର୍ବପରି ଖତ ଖାଇଯିବା ନେଇ ଆଶଙ୍କା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜଧାନୀରେ ରାହାଗିରି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୨୦୧୬ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ୨ଟି ସଂସ୍ଥା ସିଏସ୍‌ଆର୍‌ ଫଣ୍ଡ୍‌ରୁ ୨୦୦ ସାଇକେଲ ପ୍ରଦାନ କରିଥିଲେ। ଏବେ…

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ…

ଅନ୍‌ଲାଇନରେ ପାଠ ପଢି ପାରୁ ନ ଥିବା ପିଲାଙ୍କୁ ଶିକ୍ଷାଦାନ କରୁଛନ୍ତି କନଷ୍ଟେବଳ

ନୂଆଦିଲ୍ଲୀ,୧୮ ।୧୦: କରୋନା ମହାମାରୀ ପରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏବେ ପିଲାମାନଙ୍କୁ ଅନ୍‌ଲାଇନରେ ପାଠପଢାଯାଉଛି । ଏତିକି ବେଳେ ଅନ୍ୟମାନଙ୍କ ପାଇଁ ଉଦାହରଣ…

ହସ୍ପିଟାଲରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ୍‌ ହେଉନାହିଁ

ପୁରୁଣା ଭୁବନେଶ୍ୱର,୧୮ା୧୦(ଡି.ଏନ୍‌.ଏ.): କୋଭିଡ୍‌-୧୯ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲି ଯୋଗୁ ହସ୍ପିଟାଲରେ ଅନେକ ସମୟରେ…

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌…

ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର…

ଚାଇନାକୁ ଘାରିଛି ତାଇଓ୍ବାନ ଆକ୍ରମଣ ଭୟ: ଉପକୂଳ ଅଞ୍ଚଳରେ ମୁତୟନ କଲା କ୍ଷେପଣାସ୍ତ୍ର

ବେଜିଂ, ୧୮।୧୦: ଚାଇନାକୁ ଏବେ ତାଇଓ୍ବାନ ଆକ୍ରମଣ ଭୟ ଘାରିଛି। ସୁରକ୍ଷା ଦୃଷ୍ଟିରୁ ଚାଇନା ଦକ୍ଷିଣ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷେପଣାସ୍ତ୍ର ମୁତୟନ କରିଛି। ତାଇଓ୍ବାନ ଏବଂ…

କୋଭିଡ୍‌-୧୯ କଟକଣା: ଉପନିର୍ବାଚନ ପାଇଁ ସଂଶୋଧିତ ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍‌-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍‌ରେ ବୈଠକ…

ବସ୍‌ଷ୍ଟାଣ୍ଡ୍‌ରୁ ଦାଦାବଟି ନେଉଥିଲେ ବସ୍‌ ମାଲିକ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରେ ଦାଦାବଟି ଆଦାୟ କରୁଥିଲେ ଖୋଦ୍‌ ବସ୍‌ ମାଲିକ। ଏହା କମିଶନରେଟ ପୋଲିସର ନଜରକୁ ଆସିବା ପରେ ଆଣ୍ଟି-ଏକଷ୍ଟର୍ନଶନ ଟାସ୍କ ଫୋର୍ସ ଉକ୍ତ ବସ୍‌…