ବଲାଙ୍ଗୀର ଅଫିସ, ୧୪ା୧: କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ…
ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ ବସିଛନ୍ତି…
ଭୁବନେଶ୍ୱର, ୧୪ା୧୨ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଏବଂ ମା’ ଉତ୍ତରେଶ୍ୱରୀ କ୍ଲବ ମିଳିତ ଆନୁକୂଲ୍ୟରେ ପିପିଲିଠାରେ ଚାଲିଥିବା ୪ର୍ଥ ରାଜ୍ୟ ଓପନ ରାପିଡ୍…
ନୂଆଦିଲ୍ଲୀ: ସରକାର ଘୋଷଣା କରିଥିବା ୩ ଆତ୍ମନିର୍ଭର ପ୍ୟାକେଜର ଅଗ୍ରଗତି ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ସମୀକ୍ଷା କରିଛନ୍ତି। କୋଭିଡ୍-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ…
ଦୁବାଇ, ୧୪ା୧୨ (ପି.ଟି.)-ଭାରତୀୟ ଟପ୍ ଟେନିସ ଖେଳାଳି ଅଙ୍କିତା ରାଇନା ମହାମାରୀରେ ପ୍ରଭାବିତ ୨୦୨୦ ସିଜନରେ ତାଙ୍କର ତୃତୀୟ ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ଏକାଟରିନ୍ ଗୋର୍ଗଜ୍ଙ୍କ…
ସୁନ୍ଦରଗଡ଼, ୧୪।୧୨ (ଡି.ଏନ.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ଗ୍ରାମରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ମୁକୁଳା ବିଦ୍ୟୁତ୍ ତାର। ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ଥିବା ବେଳେ…
*ଡିସେମ୍ବର ୧୪ରୁ ୨୨ ଟୁର୍ନାମେଣ୍ଟ * ମୋଟ୍ ୩୭ ଦଳ ଅଂଶଗ୍ରହଣ କରିବେ * ୧୦୩ ମ୍ୟାଚ୍ ଖେଳାଯିବ * ବାରବାଟୀରେ ଫାଇନାଲ ଭୁବନେଶ୍ୱର,୧୪।୧୨(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା…
ସିଡ୍ନୀ,୧୪।୧୨(ପି.ଟି.): ସିଡ୍ନୀରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ ପୂର୍ବରୁ ଭ୍ରମଣକାରୀ ଭାରତୀୟ ଦଳ ଭଲ ଅଭ୍ୟାସ କରିବାର ସୁଯୋଗ ହାସଲ କରିଛି।…
ନୟାଗଡ଼ ଅଫିସ୍/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ…
ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି…