ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା

ଯାଜପୁର ଟାଉନ, ୧୬।୧୦ (ଡି.ଏନ୍‌.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ…

ଚିଲିକାରେ ବୁଡ଼ିଲା ଭସାପୋଲ: ଯାତ୍ରୀ ହନ୍ତସନ୍ତ

କୃଷ୍ଣପ୍ରସାଦ,(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ…

ଦାନଗଦି ତହସିଲ: ବାଲିଘାଟର ବେଆଇନ ନିଲାମ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍‌.ଏ.),୧୬।୧୦: ଯାଜପୁର ଜିଲାର ଯାଜପୁର ଓ ଦାନଗଦି ତହସିଲ ଅଧୀନ ଲଘୁ ଖଣିଜ ଦ୍ରବ୍ୟ ବାଲି ସୈରାତ ଦୀର୍ଘମିଆଦୀ ଲିଜ ବିଜ୍ଞପ୍ତି ସମ୍ପୂର୍ଣ୍ଣ ଭାବେ…

ମୁହଁ ଖୋଲିଲେ ମଲ୍ଲିକା: ହାତରୁ କାହିଁକି ଚାଲିଗଲା ୨୦-୩୦ ଫିଲ୍ମ କହିଲେ

ଅଭିନେତ୍ରୀ ମଳ୍ଲିକା ଶେରାଓ୍ବତ୍‌ ବୋଲ୍ଡ ଦୃଶ୍ୟ ପାଇଁ ବଲିଉଡ୍‌ରେ ବେସ୍‌ ପରିଚିତ। ଅନେକ ଫିଲ୍ମରେ କାମକରି ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି କରିପାରିଛନ୍ତି।…

ଥକି ପଡିଲେଣି ନୀତୀଶ: ତେଜସ୍ୱୀ ଯାଦବ

ପାଟନା,୧୬ ।୧୦: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଉ ଅଳ୍ପ ଦିନ ବାକି ରହିଛି । ଆଉ ଏହାରି ମଧ୍ୟରେ ସବୁ…

ପିତା ହେବା ପୂର୍ବରୁ ଏହି ଖେଳାଳିଙ୍କଠାରୁ ଶିକ୍ଷା ନେବାକୁ ଚାହୁଁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ବର୍ଷ ଜାନୁଆରୀରେ ପିତା ହେବାକୁ ଯାଉଛନ୍ତି। ଏହାପୂର୍ବରୁ ଖେଳ ଏବଂ ପିତା ହେବା ଦାୟିତ୍ୱକୁ ଭଲ ଭାବେ…

ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ…

ମାଟି ବେଉସାରେ ଜୀବନ

ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା ବ୍ଲକ…

ମା’ବାପାଙ୍କୁ ଧମକ ଦେଇଥିଲେ କରୀନା: ଜାଣନ୍ତୁ କ’ଣ ପାଇଁ….

ବଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଯୋଡିଙ୍କ ମଧ୍ୟରୁ ଅନ୍ୟତମ କରୀନା କପୁର, ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଯୋଡି। ଆଜି ଅର୍ଥାତ୍‌ ଅକ୍ଟୋବର ୧୬ ହେଉଛି ଏହି ଯୋଡିଙ୍କର ୮ତମ…

ଦେଶରେ ଅଛନ୍ତି ମାତ୍ର ୨ ରାଜ୍ୟପାଳ: ସଞ୍ଜୟ

ମୁମ୍ବାଇ,୧୬ ।୧୦: ଶିବସେନା ଏମ୍‌ପି ସଞ୍ଜୟ ରାଉତ ପୁଣିଥରେ ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଟାର୍ଗେଟ କରିଛନ୍ତି । ମହାରାଷ୍ଟ୍ରରେ ମନ୍ଦିର ଖୋଲିବାକୁ ନେଇ ରାଜ୍ୟପାଳ ଭଗତ ସିଂ କୋଶୟାରି…