ଜାନୁୟାରୀ ୮ରୁ ଚିଲିକା ପକ୍ଷୀ ମହୋତ୍ସବ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୮ରୁ ମଙ୍ଗଳାଯୋଡିରେ ଆରମ୍ଭ ହେବ ତୃତୀୟ ଚିଲିକା ଜାତୀୟ ପକ୍ଷୀ ମହୋତ୍ସବ ବା ନ୍ୟାଶନାଲ ଚିଲିକା ବାର୍ଡସ ଫେଷ୍ଟିଭାଲ-୨୦୨୧। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ…

ଠକେଇର ଶିକାର ହୋଇଥିଲେ ରିପୋର୍ଟ କର

କଟକ ଅଫିସ,୧୩ା୧୨: ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି ପରିଚୟ ଦେଇ ଚାକିରି କରାଇ ଦେବାକୁ କହି ବହୁ ଯବତୀଯୁବକଙ୍କଠାରୁ ବହୁ କୋଟି ଟଙ୍କା ଠକି…

ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍‌ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ…

ଓସିଏସ୍‌ ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌)-୨୦୨୦ ପରୀକ୍ଷାରୁ ବଞ୍ଚତ୍ତ ଆଶାୟୀଙ୍କ ପାଇଁ ଖୁସି ଖବର। ସେମାନଙ୍କୁ ପରୀକ୍ଷା ଦେବାଲାଗି ଆଉଏକ ସୁଯୋଗ ଦେବାକୁ ରାଜ୍ୟ ସରକାର…

ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):  ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ, ଜମି…

‘ମିଛ କହୁଛନ୍ତି ଭାଜପା ନେତ୍ରୀ’

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ଭାଜପା କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବାକୁ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି।…

ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ

ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ ସଂଗଠନର…

ମାଫିଆଙ୍କ କବ୍‌ଜାରେ ରତ୍ନପଥର ଖଣି

ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ।…

କଣ୍ଢେଇ ସ୍ତ୍ରୀ

ସବୁ ପୁରୁଷ ଚାହାନ୍ତି ଜୀବନସାଥୀ ଗୁଣବତୀ ହେବା ସହ ମନକୁ ବୁଝିବା ଭଳି ହୋଇଥିବା ଜରୁରୀ। କାମରୁ ଫେରିଲେ ସ୍ନେହରେ ଗଣ୍ଡେ ବାଢି ଦେଉଥିବ। ଦେହ ଖରାପ…

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌ ପକ୍ଷରୁ…