ନୀତୀଶଙ୍କ ସହ ନାହିଁ କୌଣସି ଶତ୍ରୁତା କେବଳ ନୀତିର ଲଢେଇ: ଚିରାଗ

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏନ୍‌ଡିଏଠାରୁ ଅଲଗା ହୋଇ ନିର୍ବାଚନ ଲଢୁଛି । ଏହା ପଛର କାରଣ ହେଉଛି ଏଲ୍‌ଜେପି…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ…

ସହରୀ ମାଓବାଦ-ଜେହାଦ୍‌ ସମ୍ପର୍କର ପର୍ଦ୍ଦାଫାଶ୍‌: ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ

ନୂଆଦିଲ୍ଲୀ, ୧୫।୧୦: ସହରୀ ମାଓବାଦ ଏବଂ ଜେହାଦ୍‌ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ହୋଇଛି। ଏନେଇ ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ସହରୀ ମାଓବାଦକୁ ଜେହାଦୀ ସଂଗଠନ…

ଚାକରଙ୍କ ପିଲା ପଢ଼ୁଛନ୍ତି ଆମେରିକାରେ: ଜାଣନ୍ତୁ ମୁକେଶ ଅମ୍ବାନୀ କେତେ ଦରମା ଦିଅନ୍ତି କର୍ମଚାରୀଙ୍କୁ

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଉଛନ୍ତି ମୁକେଶ ଅମ୍ବାନୀ। ତାଙ୍କ ପରିବାର ବିଷୟରେ ପ୍ରତିଟି କଥା ଜାଣିବା ପାଇଁ ଲୋକେ ଚାହିଁଥାନ୍ତି। ତେଣୁ ଏହି ପରିବାରର ଜୀନଶୈଳୀକୁ…

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି। ହେଲିକପ୍ଟର…

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର ପ୍ର୍ରଥମ…

ଟିଆର୍‌ପି ଦୁର୍ନୀତି: ୧୨ ସପ୍ତାହ ପାଇଁ ରେଟିଙ୍ଗ୍ସ୍‌ ଜାରି ବନ୍ଦ କଲା ବାର୍କ

ନୂଆଦିଲ୍ଲୀ, ୧୫।୧୦: ଟିଆର୍‌ପି ଦୁର୍ନୀତି ନେଇ ଦେଶରେ ଛକାପଞ୍ଝା ଜାରି ରହିଛି। ଏପରିସ୍ଥଳେ ବ୍ରୋଡ୍‌କାଷ୍ଟ୍‌ ଅଡିଆନ୍ସ୍‌ ରିସର୍ଚ୍ଚ କାଉନସିଲ୍‌(ବାର୍କ) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୨…

ଖାଦ୍ୟ ବିଷାକ୍ତରୁ ୩ ଭାଇଭଉଣୀଙ୍କ ଜୀବନ ଗଲା, ଦୁଇ ଗୁରୁତର

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କଚେଲି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଦ୍ୟ ବିଷାକ୍ତରୁ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର…

କରୋନାର ଦ୍ୱିତୀୟ ଟିକା ପ୍ରସ୍ତୁତ କରିଥିବା ଦାବି କଲା ରୁଷିଆ

ମସ୍କୋ,୧୫ ।୧୦: ଗୋଟିଏ ପଟେ କରୋନା ମହାମାରୀ ସହ ସାରା ବିଶ୍ୱ ଲଢି ଚାଲିଥିବା ବେଳେ ଅନ୍ୟପଟେ ଏବେ ରୁଷିଆ କରୋନାର ଦ୍ୱିତୀୟ ଟିକା ବିକଶିତ କରିଥିବା…

ବାଇଡେନ୍‌ଙ୍କ ନିର୍ବାଚନୀ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ କୋଟିଏରୁ ଅଧିକ ପ୍ରବାସୀଙ୍କୁ ମିଳିବ ନାଗରିକତ୍ୱ

ଓ୍ବାଶିଂଟନ, ୧୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କ ହାତେଇବା ପାଇଁ ଡେମୋକ୍ରାର୍ଟିକ୍‌ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ୍‌…