ଅଡ଼ୁଆରେ ପିସିବି: ମୁଖ୍ୟ ଚୟନକର୍ତ୍ତା ଦୌଡ଼ରୁ ହଟିଲେ ଅକ୍ରମ

କରାଚି,୧୦।୧୨: ଅଡ଼ୁଆରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବ ଦ୍ରୁତ ବୋଲର ମହମ୍ମଦ ଅକ୍ରମ ବର୍ତ୍ତମାନର ଚୟନ ବ୍ୟବସ୍ଥାରେ କାମ କରିବାକୁ ମନା କରି ତାଙ୍କ ନାମ ପ୍ରତ୍ୟାହାର…

ବଲିଉଡର ପ୍ରସିଦ୍ଧ ହେୟାର ଷ୍ଟାଇଲିଷ୍ଟ୍‌ ସୂରଜ ଗୋଦାମ୍ବେ ଗିରଫ

ମୁମ୍ବାଇ,୧୦।୧୨-ଡ୍ରଗ୍ସ କାରବାର ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ବଲିଉଡର ନାମିଦାମୀ ହେୟାର ଷ୍ଟାଇଲିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ସୂରଜ ଗୋଦାମ୍ବେ। ଏଥିସହିତ ଆଉ ଜଣେ…

୭ ବର୍ଷର ଏହି ବାଳିକାଙ୍କ ଅଦ୍ଭୁତ ପ୍ରତିଭା: କୁନି ହାତରେ ୭୦ କିଗ୍ରା ଭାରୋତ୍ତୋଳନ କରି ଏବେ ଚର୍ଚ୍ଚାରେ

ନୂଆଦିଲ୍ଲୀ: ବୟସ ମାତ୍ର ୭ ବର୍ଷ। ହେଲେ କାରନାମା କୌଣସି ବଡ଼ ତାରକାଠାରୁ କମ୍‌ ନୁହେଁ। ଆମେ କଥା ହେଉଛୁ କାନାଡ଼ାର ରୋରି ଭାନ ଉଲଫତଙ୍କ କଥା।…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକଶେରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସମାପନ କରିବେ। ତଥାପି ଅଷ୍ଟମସ୍ଥ ଶୁକ୍ରଙ୍କ ଯୋଗୁ ଟଙ୍କା…

ଭଗବାନ ଆମ ଜୀବନ ବଞ୍ଚାଇ ଦେଲେ: ସମ୍ବିତ ପାତ୍ର

କୋଲକାତା,୧୦।୧୨-ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ କାର ଉପରକୁ ଗୁରୁବାର ଆକ୍ରମଣ ହୋଇଛି। ଫଳରେ କାରର କାଚ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ଦୁର୍ବୃତ୍ତମାନେ ଅତର୍କିତ ତାଙ୍କ…

ସ୍ମୃତି ଇରାନିଙ୍କ ଚପଲକୁ ନେଇ କମେଣ୍ଟ କଲେ ଯୁଜର ଉତ୍ତର ରଖିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ସୋସିଆଲ ମିଡିଆରେ ନିଜର ହ୍ୟୁମର ବା ମଜାଳିଆ କଥାକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଏମିତିକି ବେଳେ…

ବିହାର କଲେଜରେ ପଢ଼ୁଛନ୍ତି ଇମ୍ରାନ ହାଶମୀ-ସନି ଲିଓନିଙ୍କ ୨୦ ବର୍ଷର ପୁଅ!

ବଲିଉଡ୍‌ର ଚର୍ଚ୍ଚିତ ଅଭିନେତା ଇମରାନ ହାଶମୀ ଏବଂ ସନି ଲିୟୋନିଙ୍କ ପୁଅ ବିହାର କଲେଜରେ ପାଠ ପଢ଼ୁଛନ୍ତି। ସ୍ନାତମ ପରୀକ୍ଷା ଦେଉଛନ୍ତି ତାଙ୍କର ୨୦ ବର୍ଷର ପୁଅ।…

ଉତ୍ତର କୋରିଆ ସହ ସମାନ ପଶ୍ଚିମବଙ୍ଗ ପରିସ୍ଥିତି: ଜ୍ୟୋତିର୍ମୟ ମହତୋ

କୋଲକାତା,୧୦ ।୧୨: ପଶ୍ଚିମବଙ୍ଗରେ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଜ୍ୟୋତିର୍ମୟ ସିଂ…

୮ ମାସ ଧରି ମିଳୁନି କାମ

ବମ୍ବେ: ବିଶ୍ୱର ଅଧିକାଂଶ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଛି ମହାମାରୀ କରୋନା। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡର ଜଣାଶୁଣା ଗାୟକ ମିକା ସିଂହ। ଲକ୍‌ଡାଉନ୍‌ ଯୋଗୁ…

ବୁଲେଟ୍ ଫ୍ରୁଫ୍ ଗାଡି ଯୋଗୁ ବଞ୍ଚିଗଲି: ନଡ୍ଡା

କୋଲକାତା,୧୦ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପଶ୍ଚିମ ବଙ୍ଗ ଗସ୍ତର ଶେଷ ଦିନରେ ତାଙ୍କ ରାଲି ଉପରେ ଆକ୍ରମଣ ହୋଇଥିଲା । ଏହାପରେ…