ସହାୟତା ଅପେକ୍ଷାରେ ସଂଗ୍ରହାଳୟ

ଢେଙ୍କାନାଳ ଅଫିସ, ୧୩।୧୦- ଐତିହ୍ୟସମ୍ପନ୍ନ ଜିଲା ଢେଙ୍କାନାଳ। ଜିଲାର କୋଣ ଅନୁକୋଣରେ କୀର୍ତ୍ତିରାଜିର ସମ୍ଭାର। ରାଜାରାଜୁଡ଼ା ଅମଳର ସଂଗ୍ରାମ ହେଉ କି ଗଡ଼ଜାତ ଆନ୍ଦୋଳନ ଅବା ସ୍ବାଧୀନତା…

ସଂକ୍ରମଣ ସୀମା ଡେଉଁଛି

ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୫୦୮ରେ…

ତାତିଲେ ଏମ୍‌ଡିଏମ୍‌ ପାଚିକା ସହାୟିକା

ମୁରିବାହାଲ, ୧୩।୧୦ (ଡି.ଏନ.ଏ.) ନିଖିଳ ଓଡିଶା ମଧ୍ୟାହ୍ନଭୋଜନ(ଏମଡିଏମ) ପାଚିକା ସହାୟକ ସଂଘ ବଲାଙ୍ଗୀର ଜିଲା କମିଟି ତରଫରୁ ୩ ଦଫା ଦାବି ନେଇ ସୋମବାର ମୁରିବାହାଲ ବ୍ଲକ…

ଏସ୍‌ଇସିସି ତାଲିକାରେ ଓ୍ବାର୍ଡବାସୀଙ୍କ ନାଁ ନାହିଁ

ମୁରିବାହାଲ, ୧୩।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ ଅନ୍ତର୍ଗତ ଚଳକି ଗଁା ୩ ନମ୍ବର ୱାର୍ଡର ଗୋଟିଏ ବି ପରିବାର ଏସଇସିସି (ସାମାଜିକ, ଅର୍ଥନୈତିକ,…

୨ଟି ଚ୍ୟାନେଲ ବିରୋଧରେ ବଲିଉଡ୍‌ର ୩୮ ପ୍ରଡକ୍ସନ ହାଉସ୍‌ ହାଇକୋର୍ଟରେ ଦାଖଲ କଲେ ଅଭିଯୋଗପତ୍ର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ତାଙ୍କ ପ୍ରଶଂସକମାନେ ବଲିଉଡ୍‌କୁ ଘେରି ଯାଇଛନ୍ତି। ଏମିତି କେତୋଟି ମିଡିଆ ହାଉସ୍‌ ରହିଛି, ଯାହାକି ବଲିଉଡ୍‌ର ଭାବମୂର୍ତ୍ତିକୁ ଖରାପ…

ବୃହତ୍‌ ବିଜୟ ସହ ଆରସିବି ତୃତୀୟ

ଶାରଜା, ୧୩।୧୦: ଏବି ଡିଭିଲର୍ସଙ୍କ ବିସ୍ଫୋରକ ବ୍ୟାଟିଂ, ଅସମାପ୍ତ ଦ୍ୱିତୀୟ ଉଇକେଟରେ ଶତକୀୟ ଭାଗୀଦାରି ଏବଂ ବୋଲରଙ୍କ ଚମତ୍କାର ବୋଲିଂ ସହାୟତାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)…

ଟପ୍‌ ୨୦ରେ ସ୍ବିଟେକ୍‌

ଓ୍ବାଶିଂଟନ, ୧୩ା୧୦ (ଏପି)-ସୋମବାର ଟେନିସ୍‌ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଫ୍ରେଞ୍ଚ ୍‌ଓପନ୍‌ ମହିଳା ସିଙ୍ଗଲ୍ସ ଟାଇଟଲ ଜିତିବା ପରେ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ପୋଲାଣ୍ଡର ଇଗା…

ଇଣ୍ଡିଆନ ସୁପର ଲିଗ୍‌ : ଗୋଆରେ ପହଁଚିଲେ ଖେଳାଳି

ମାରଗାଓ, ୧୩ା୧୦ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଫୁଟ୍‌ବଲ ଟୁର୍ନାମେଣ୍ଟ ଖେଳିବା ଲାଗି ଅଧିକାଂଶ ଘରୋଇ ଖେଳାଳି ଗୋଆରେ ପହଞ୍ଚତ୍ସାରିଲେଣି। ଆସନ୍ତା ମାସରେ କୋଭିଡ୍‌-୧୯ ପ୍ରୋଟୋକଲ…

ପୂର୍ବତନ ଫୁଟ୍‌ବଲ ଅଧିନାୟକ ଚାପମ୍ୟାନଙ୍କ ପରଲୋକ

ନୂଆଦିଲ୍ଲୀ, ୧୩ା୧୦ (ପି.ଟି.)-ଭାରତର ପୂର୍ବତନ ଫୁଟ୍‌ବଲ ଅଧିନାୟକ ଓ ମିଡ୍‌ଫିଲ୍‌ଡର ଚାର୍ଲଟନ ଚାପମ୍ୟାନଙ୍କର ହୃଦ୍‌ଘାତରେ ବାଙ୍ଗାଲୋରରେ ପରଲୋକ ହୋଇଯାଇଛି। ତାଙ୍କୁ ୪୯ବର୍ଷ ବୟସ ହୋଇଥିଲା। ୧୯୯୦ ଦଶକରେ…

ଆଇପିଏଲରୁ ଓହରିଲେ ଈଶାନ୍ତ

ଦୁବାଇ, ୧୩।୧୦(ପି.ଟି.):ଭେଟେରାନ ପେସ୍‌ ବୋଲର ଈଶାନ୍ତ ଶର୍ମା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ଓହରି ଯାଇଛନ୍ତି। ପଞ୍ଜରାରେ ଆଘାତ ପାଇଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା ଦିଲ୍ଲୀ…