ବିରାଟ-ଅନୁଷ୍କା ଜଣାଇଲେ ଖୁସି ଖବର, ଏହି ଫଟୋକୁ କରାଗଲା ସବୁଠୁ ଅଧିକ ପସନ୍ଦ

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ସବୁଠାରୁ ପ୍ରସିଦ୍ଧ ଦମ୍ପତି ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଅଗଷ୍ଟ ମାସରେ…

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ ଅଭାବୀ…

ଆଜି କ୍ୟାବିନେଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ବୁଧବାର ଅପରାହ୍ନ ୬ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ…

୨୦୨୧ ଦ୍ୱିତୀୟାର୍ଦ୍ଧରେ ଜିଓ ଆଣିପାରେ ୫ଜି ସେବା

ନୂଆଦିଲ୍ଲୀ: ୨୦୨୧ ଦ୍ୱିତୀୟାର୍ଦ୍ଧରେ ଦେଶରେ ୫ଜି ସେବା ଉପଲବ୍ଧ ହେବ। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ମଙ୍ଗଳବାର ଆଭାସ ଦେଇଛନ୍ତି। ଅଲଟ୍ରା ହାଇସ୍ପିଡ୍‌…

ଚାଷୀଙ୍କୁ ବିପୁଳ ସମର୍ଥନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର ଭାରତ…

ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ, କିରନ ମଜୁମଦାର ସ

ନୂଆଦିଲ୍ଲୀ : ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ବାୟୋକନର ପ୍ରତିଷ୍ଠାତା କିରନ ମଜୁମଦାର ସ ଏବଂ ଏଚ୍‌ସିଏଲ୍‌…

୩୦୦ କର୍ମଚାରୀ ଛଟେଇ କଲା ଓୟୋ

ନୂଆଦିଲ୍ଲୀ: ହସ୍ପିଟାଲିଟି ଫାର୍ମ ଓୟୋ ୩୦୦ କର୍ମଚାରୀଙ୍କୁ ଛଟେଇ କରିଛି। ଅପରେଶନ ଏବଂ ରିନୋଭେସନ ବିଭାଗରୁ ଏହି ଛଟେଇ ହୋଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ…

ସୁଧ ଛାଡ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କୁ ଉତ୍ତର ରଖିଲା କେନ୍ଦ୍ର

ନୂଆଦିଲ୍ଲୀ: ସବୁ ବର୍ଗର ଋଣ ଉପରେ ସୁଧ ଛାଡ ପ୍ରସଙ୍ଗରେ କେନ୍ଦ୍ର ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ନିକଟରେ ପକ୍ଷ ରଖିଛନ୍ତି। ସବୁ ବର୍ଗର ଋଣ ଏବଂ ଅଗ୍ରୀମ…

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ - ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା ଘଟିଛି।…

ବ୍ରେକ୍‌ଡ୍ୟାନ୍ସିଂକୁ ଅଲିମ୍ପିକ ମାନ୍ୟତା: ୨୦୨୪ ଅଲିମ୍ପିକ୍ସରେ ପଦାର୍ପଣ କରିବ

ଜେନିଭା, ୯।୧୨(ଏପି): ଆନୁଷ୍ଠାନିକ ଭାବେ ବ୍ରେକ୍‌ଡ୍ୟାନ୍ସିଂ ଏବେ ଅଲିମ୍ପିକ କ୍ରୀଡ଼ାର ମାନ୍ୟତା ହାସଲ କରିଛି। ଏହି କ୍ରୀଡ଼ା ୨୦୨୪ ପ୍ୟାରିସ୍‌ ଅଲିମ୍ପିକ୍ସରେ ଡେବ୍ୟୁ କରିବ। ଯୁବପିଢ଼ିର କ୍ରୀଡ଼ା…