ଦଲାଲ ଠକିନେଲେ ୪୦ ଲକ୍ଷ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଅଧିକ ଲାଭ ଆଶାରେ ସେ ଶେୟାର ବଜାରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି ନେଇଥିଲେ। ଏହାପରେ ଜଣେ ଦଲାଲଙ୍କୁ ୪୦ଲକ୍ଷ ଟଙ୍କା ଦେଇଥିଲେ। ତେବେ ଠକେଇର…

ବମିଖାଲରେ ଗାଡ଼ି, ସୁନ୍ଦରଗଡ଼ରୁ ଆସୁଛି ଚାଲାଣ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ନିୟମ ଉଲ୍ଲଂଘନ ପାଇଁ ଗାଡ଼ି ଚାଲାଣ କାଟିବାବେଳେ ବିଭିନ୍ନ ସମୟରେ ଟ୍ରାଫିକ ପୋଲିସ ଓ ଆର୍‌ଟିଓଙ୍କ ଭୁଲ ପଦାକୁ ଆସୁଛି। କେତେବେଳେ କାର ଓ ଟ୍ରକ୍‌…

ପାଣି ପାଇଁ ବୋହିଲା ରକ୍ତ: ଦୁଇ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ବ୍ରହ୍ମଗିରି,୧୧।୧୦( ଡି.ଏନ୍‌. ଏ) : ପିଇବା ପାଣି ସଂଯୋଗ ନେବାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ…

ଏମିତି କଲେ ପଢାରେ ଲାଗିବ ମନ

ପିଲାଙ୍କ ଷ୍ଟଡି ରୁମ୍‌ରେ ସବୁଜ ରଙ୍ଗର ପରଦା ଲଗାନ୍ତୁ। ଏହି ରୁମ୍‌ରେ ଭଙ୍ଗା ଖେଳଣା ପଡି ରହିବା ଭଲ ନୁହେଁ। ଏହା ନକାରାତ୍ମକ ଉର୍ଜା ବଢାଇଥାଏ। ଏହାଛଡା…

ଷ୍ଟିମ୍‌ ପାଇପ୍‌ ଫାଟି ଶ୍ରମିକ ଗୁରୁତର ଘଟଣା: ଆଖି ବୁଜିଲେ ଯୁବ ଇଞ୍ଜିନିୟର

ଗଞ୍ଜାମ,୧୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ମଙ୍ଗଳବାର ମେକାନିକ ପ୍ଲାଣ୍ଟର ଷ୍ଟିମ୍‌ ପାଇପ ଭାଲଭ୍‌ ଫାଟି ଯାଇଥିଲା। ଏଥିରେ କମ୍ପାନୀର ଜଣେ ଇଞ୍ଜିନିୟର ଅଭିଷେକ ପାଳ…

ସୁଯୋଗ ଅପେକ୍ଷାରେ କରୀନା

କରୀନା ପୁଣି ସୁଯୋଗ ଅପେକ୍ଷାରେ ! ସତରେ, ଏପରି କଥାକୁ ହଜମ କରିବା ଭାରି କଷ୍ଟ। କାରଣ ବଲିଉଡ୍‌ରେ ଏଣ୍ଟ୍ରି କରିବା ପରେ କରୀନା ସଫଳତା ହାସଲ…

ମୁହଁ ଖୋଲିଲେ ଅନୁପ ଜଲୋଟା

ମୁମ୍ବାଇ: ଭଜନ ସମ୍ରାଟ ଅନୁପ ଜଲୋଟା ଓ ତାଙ୍କ ଶିଷ୍ୟା ଜଶଲିନ ମଥାରୁଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଚାଲିଛି ଚର୍ଚ୍ଚା । ଉଭୟ କୁଆଡେ ବିବାହ…

ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର

ପୁରୀ ଅଫିସ, ୧୧। ୧୦:  ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ ଅତ୍ୟାଧୁନିକ…

ଜେଏମ୍‌ଏମ୍‌ ନେତାଙ୍କୁ ଗୁଳି କରି ହତ୍ୟା: ଘର ଅଗଣାରେ ସ୍ତ୍ରୀ-ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ

ଧାନବାଦ, ୧୧।୧୦: ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌ ନେତା ଶଙ୍କର ରଓ୍ବାନି ଏବଂ ତାଙ୍କ ସ୍ତ୍ରୀ ବାଳିକା ଦେବୀଙ୍କ ଗୁଳି କରି ହତ୍ୟା କରାଯାଇଛି। ଶନିବାର ରାତିରେ ଏହା ଘଟିଥିବା…

ବ୍ରାଉନସୁଗାର କାରବାରରେ ମହିଳା

ପୁରୀ ଅଫିସ, ୧୧। ୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଗତ କିଛିଦିନ ହେବ ବ୍ରାଉନସୁଗାର କାରବାର ବଢିଛି। ବାହାରୁ…