ରାୟଗଡ଼ାରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ

ରାୟଗଡ଼ା ଅଫିସ,୭ା୧୨-ଓଡ଼ିଶା କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌(ସ୍ପେଶାଲ୍‌ ଟାସ୍କ ଫୋର୍ସ) ସୋମବାର ରାୟଗଡ଼ା ଜିଲାରୁ ବିପୁଳ ପରିମାଣର ମୂଲ୍ୟବାନ୍‌ ରତ୍ନପଥର ଜବତ କରିଛି। ରାୟଗଡ଼ା ସହରସ୍ଥିତ ଜଗନ୍ନାଥ କମ୍ପ୍ଲ୍ଲେକ୍ସର ଏକ…

ରାଜ୍ୟରେ ସୁସ୍ଥ ହେଲେ ୬୦୭ କରୋନା ଆକ୍ରାନ୍ତ: ମୟୂରଭଞ୍ଜରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୬୧, ସୁନ୍ଦରଗଡରୁ ୫୩, ଖୋର୍ଦ୍ଧାରୁ…

ନିର୍ଦ୍ୱନ୍ଦ୍ୱରେ ଜିତିଲେ ସୁଶୀଲ ମୋଦି

ପାଟନା, ୭।୧୨- ପୂର୍ବତନ ବିହାର ଉପ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭା ଉପ ନିର୍ବାଚନରେ ବିଜୟୀ ହୋଇଛନ୍ତି। ପୂର୍ବତନ…

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ ବାତିଲ

ଜୋହାନ୍ସବର୍ଗ, ୭।୧୨- ଭ୍ରମଣକାରୀ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦିନିକିଆ ସିରିଜ୍‌କୁ ବାତିଲ କରି ଦିଆଯାଇଛି। ଦୁଇ ଦଳର କିଛି ଖେଳାଳିଙ୍କ କୋଭିଡ୍‌-୧୯…

ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା…

ଓଡ଼ିଶା: ଆଜିର ଫଟୋ (ଡିସେମ୍ବର ୭, ୨୦୨୦)

ରାଜଧାନୀର ରାଜମହଲ ଛକରେ ଖ୍ରୀଷ୍ଟମାସ ପାଇଁ ସାଜସଜା ଜିନିଷ ବିକ୍ରି ଚାଲିଛି ଜଣେ ବ୍ୟକ୍ତି ନିଜ ଛୁଆକୁ ପ୍ରବଳ ଖରାରେ ଏକ ଶିଶୁ-ଷ୍ଟ୍ରୋଲର୍ ଉପରେ ନେଇଯାଉଛନ୍ତି ଭୁବନେଶ୍ୱରର…

ଜାନୁଆରୀ ୨କୁ ଘୁଞ୍ଚିଲା OCS ମେନ୍‌ ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ଆସନ୍ତାକାଲି ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା (OCS) ମେନ ପରୀକ୍ଷାକୁ ଜାନୁଆରୀ ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଓଡିଶା ଲୋକସେବା ଆୟୋଗ (ଓପିଏସସି)…

ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଛି। ଅନ୍ୟପଟେ ତାଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ଆଖି ବୁଜିଲା ଚିକିତ୍ସାଧୀନ ହାତୀ

ଦେବଗଡ଼,୭ା୧୨(ଡି.ଏନ୍‌.ଏ)-ଦେବଗଡ଼ ବନାଞ୍ଚଳ କଂସର ସେକ୍ସନ ଅଧୀନ ବିରିୟାମ ଗ୍ରାମ ନାଳରେ ପଡି ଚିକିତ୍ସାଧୀନ ଥିବା ବୟସ୍କା ମାଈହାତୀ ସୋମବାର ଆଖି ବୁଜିଛି। ତିଲେଇବଣୀ ପ୍ରାଣୀ ଚିକିତ୍ସକ ସତ୍ୟବ୍ରତ…

୧୧ ଦିନ ପରେ ଆରବ ସାଗରରୁ ମିଳିଲା ନିଖୋଜ ପାଇଲଟଙ୍କ ମୃତଦେହ

ନୂଆଦିଲ୍ଲୀ,୭।୧୨-ନଭେମ୍ବର ୨୬ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନାର ଏୟାରକ୍ରାଫ୍ଟ MiG-୨୯kର ପାଇଲଟ କମାଣ୍ଡାଣ୍ଟ ନିଶାନ୍ତ ସିଂହଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ୧୧ଦିନ ସର୍ଚ୍ଚ ଅପରେଶନ ପରେ…