ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ…

ଦାବି ସହ ସାଲିସ ନାହିଁ

ନୂଆଦିଲ୍ଲୀ,୭ା୧୨: କେନ୍ଦ୍ର ସରକାର ଯେତେ ଭୁଆଁ ବୁଲାଇଲେ ବି ଦାବି ସହ ସାଲିସ କରାଯିବ ନାହିଁ ବୋଲି ରବିବାର ସ୍ପଷ୍ଟ କରିଛନ୍ତି ଆନ୍ଦୋଳନରତ କୃଷକ। ଆସନ୍ତା ୯…

ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି…

ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଟିଭି ଇଣ୍ଡଷ୍ଟ୍ରିକୁ ସୋମବାର ସକାଳେ ଏକ ବଡ଼ ଝଟକା ଲାଗିଛି। ଗତ କିଛି ଦିନ ହେବ ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରୁଥିବା ଅଭିନେତ୍ରୀ ଦିବ୍ୟା ଭଟ୍ଟନାଗରଙ୍କ…

ଖରସ୍ରୋତାରୁ ଭଦ୍ରକକୁ ପାଣିଦେବା ବିବାଦ: ପାଣି ନ ଛାଡ଼ିବାକୁ ଜଳ ସତ୍ୟାଗ୍ରହ

କେନ୍ଦ୍ରାପଡ଼ା ଅଫିସ/ରାଜକନିକା,୭ା୧୨ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣିଦେବା ବିବାଦ ତୀବ୍ର ହେବାରେ ଲାଗିଛି। ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତିର ଶତାଧିକ…

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ…

୫ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ପୋଲିସକୁ ବଡ ସଫଳତା ମିଳିଛି। ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଶଙ୍କରପୁର ଅଞ୍ଚଳରେ ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସମସ୍ତ ଆତଙ୍କବାଦୀ…

ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ…

ସଙ୍ଗୀତ ପ୍ରେମରେ ଶାନ୍ତିସ୍ବରୂପ

କାମାକ୍ଷାନଗର, ୭।୧୨( ସୁଧୀର କୁମାର ପରିଡ଼ା ): ସଙ୍ଗୀତକୁ ନେଇ ଆଖିରେ ଆଖିଏ ସ୍ବପ୍ନ । ଆଧୁନିକ ହେଉ କି ଶାସ୍ତ୍ରୀୟ ରାଗ, ତାଙ୍କ କଣ୍ଠରୁ ଝରିପଡୁଥିବା ପ୍ରତିଟି…

ଗାଧୋଉଥିବା ବେଳେ ନାଳରେ ବୁଡିଗଲେ ଯୁବକ

ଦେବଗଡ, ୭ା୧୨(ଡି.ଏନ.ଏ)-ବାରକୋଟ ଥାନା ଅନ୍ତର୍ଗତ ଗୁରୁସଙ୍ଗ ଗ୍ରାମରେ ରବିବାର ନାଳରେ ଗାଧୋଉଥିବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁସଙ୍ଗ ଗ୍ରାମର…