ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ…

ଅଭୟକାନ୍ତଙ୍କ ହଜାରେ କୋଟିର ଜାଲିଆତି ଗନ୍ଧ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ପାଠକ ବାପପୁଅଙ୍କୁ ଶୁକ୍ରବାର ଭିଜିଲାନ୍ସ ମାରାଥନ ଜେରା କରିଛି। ଜେରାବେଳେ ଆଇଏଫ୍‌ଏସ୍‌…

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା…

ସବ୍‌ପ୍ଲଟ୍‌୍‌ ମାଲିକଙ୍କୁ ବିଜ୍ଞପ୍ତି କଣ୍ଟା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ ଲେ’ ଆଉଟ ପ୍ଲାନ ଅନୁମୋଦନ ହୋଇ ନ ଥିବା ପ୍ଲଟ୍‌ର ସବ୍‌ପ୍ଲଟ୍‌(ଛୋଟ ଜମି)ଗୁଡ଼ିକରେ ଘର…

ଅଯୋଧ୍ୟା ମସ୍‌ଜିଦ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତ ହେବେ ନାହିଁ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ମସ୍‌ଜିଦ ଲାଗି ଗଠିତ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତି ଦେବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି।…

ରାସ୍ତାରେ ଝାଡ଼ୁ ମାରିବା ପୂର୍ବରୁ ପାଣି ଛିଞ୍ଚ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅତ୍ୟଧିକ ବାୟୁ ପ୍ରଦୂଷଣ ହୋଇଥିବା ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ର ସମସ୍ତ ମ୍ୟୁନିସିପାଲ କର୍ପୋରେଶନ ସମେତ ଅନ୍ୟ ସହରଗୁଡ଼ିକରେ ରାସ୍ତା ଝାଡ଼ୁ କରିବା…

ବିବାଦୀୟ ଦ୍ୱୀପକୁ ରୋହିଙ୍ଗ୍ୟା ସ୍ଥାନାନ୍ତର

କକ୍ସ ବଜାର, ୫।୧୨: ବାଂଲାଦେଶ ସରକାର ଶହ ଶହ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏକ ବିବାଦୀୟ ଦ୍ୱୀପକୁ ସ୍ଥାନାନ୍ତର କରିବା ଆରମ୍ଭ କରିଛନ୍ତି। ବାତ୍ୟା ଓ ବନ୍ୟାପ୍ରବଣ ନିମ୍ନ…

ଟିଆର୍‌ଏସ୍‌ ହାତକୁ ପୁଣି ଯାଇପାରେ ହାଇଦ୍ରାବାଦ

ହାଇଦ୍ରାବାଦ, ୫।୧୨(ପି.ଟି.): ଶାସକ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ପୁଣିଥରେ ହାଇଦ୍ରାବାଦ ପୌର ନିଗମ ଅକ୍ତିଆର କରିପାରେ। ୧୫୦ ଆସନ ବିଶିଷ୍ଟ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ…

ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା

ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩ ବର୍ଷିଆ…

ଆମେରିକୀୟଙ୍କୁ ୧୦୦ ଦିନ ମାସ୍କ ପିନ୍ଧିବାକୁ କହିବେ ବାଇଡେନ୍‌

ଓ୍ବାଶିଂଟନ,୫ା୧୨: କୋଭିଡ୍‌-୧୯ରେ ସର୍ବାଧିକ ପ୍ରଭାବିତ ହୋଇଥିବା ଆମେରିକାବାସୀଙ୍କୁ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେବେ ବୋଲି କହିଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌…